ବୋଲ ମାନୁନି ଦନ୍ତା: ପୁଣି ଛିଣ୍ଡାଇଲା ଚେନ୍‌

ଢେଙ୍କାନାଳ ଅଫିସ,୨୩।୧: ତାଳଚେରରୁ କପିଳାସକୁ ଅଣାଯାଇଥିବା ଦନ୍ତାହାତୀଟି କାହା ବୋଲ ମାନୁ ନ ଥିବା ବେଳେ ବନ୍ଧା ଯାଇଥିବା ଚେନ୍‌ ଛିଣ୍ଡାଇ ଦେଇଛି। ଚେନ୍‌ରେ ବାନ୍ଧିବାକୁ ପୁଣି ଟ୍ରାଙ୍କୁଲାଇଜ୍‌ କରିବାକୁ ସାତକୋଶିଆରୁ ଅଧିକାରୀମାନେ ଆସୁଛନ୍ତି ବୋଲି କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା ଦେଇଛନ୍ତି। ହାତୀଟି କଦଳୀ, ଆଖୁ ସହିତ ବରଡାଳ ଖାଉଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ,ଉକ୍ତ ହାତୀଟି ଅନୁଗୋଳ ଜିଲା ତାଳଚେର ରେଞ୍ଜରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଆସୁଥିଲା। ବୁଧବାର ସକାଳେ ତାଳଚେରରୁ ଏହି ଦନ୍ତାହାତୀଟିକୁ କପିଳାସ ଅଣାଯାଇଥିଲା। ଏଠାରେ ମଧ୍ୟ ଉପଦ୍ରବ ଘଟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢେଇଗୁଡି ଯୋଗାଶ୍ରମ ଭାଙ୍ଗିଲା ଦନ୍ତା

ସୋନପୁର,୩୧।୧୨(ନି.ପ୍ର.) ସୁବର୍ଣ୍ଣପୁର ବନଖଣ୍ଡର ଉଲୁଣ୍ଡା ବନାଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଉଛନ୍ତି। ଗୋଟିଏ ପଲରେ...

ପୁନେରେ ଫସିଛନ୍ତି ସ୍କିଲ ଓଡ଼ିଶା ଛାତ୍ର

ବାଲେଶ୍ୱର ଅଫିସ,୨୩।୪-ବାଲେଶ୍ୱର ସଦର ବ୍ଲକ, ବସ୍ତା ଓ ଜଳେଶ୍ୱର ବ୍ଲକର ୧୩ଜଣ ଛାତ୍ର ସରକାରୀ ନିଯୁକ୍ତି ଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ସ୍କିଲ ଓଡ଼ିଶା)ରେ କୃତକାର୍ଯ୍ୟ ହୋଇ...

ବଲାଙ୍ଗୀରରେ ପହଞ୍ଚିବେ ପ୍ରବାସୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବଲାଙ୍ଗୀର,୧୪ା୫: ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ଗୁରୁବାର ମଧ୍ୟାହ୍ନରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଏହି ଟ୍ରେନରେ ଆସୁଥିବା ପ୍ରବାସୀଙ୍କ ସୁବିଧାଜନକ ଆଗମନ...

ବିଦେଶୀ ପାଳିଲେ ଦୀପାବଳି: ଶବ୍ଦ, ପ୍ରଦୂଷଣ ମୁକ୍ତ ପରିବେଶର ବାର୍ତ୍ତା ବାଣ୍ଟିଲେ

କୋଣାର୍କ, ୨୭ା୧୦(ଡି.ଏନ୍‌.ଏ.): କୋଣାର୍କସ୍ଥିତ କାମତ ହୋଟେଲ ଇଣ୍ଡିଆ ଲିମିଟେଡ୍‌ ସହଯୋଗରେ ରାମଚଣ୍ଡୀସ୍ଥିତ ଲୋଟସ ରିସୋର୍ଟ ପକ୍ଷରୁ ବିଦେଶୀ ପଯର୍‌ୟଟକମାନଙ୍କୁ ନେଇ ଦୀପାବଳି ପାଳନ କରାଯାଇଛି। ଏକ...

ପୁଅକୁ ହତ୍ୟା କଲେ ବାପା

ନବରଙ୍ଗପୁର,୧୧ା୭(ବି.ପ୍ର.): ନିଜର ଏକମାତ୍ର ପୁଅକୁ ହତ୍ୟା ଜଣେ ମଦ୍ୟପ ବାପା ହତ୍ୟା କରିବା ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଖାତିଗୁଡ଼ା ଥାନା ଅନ୍ତର୍ଗତ ଗୋଡ଼ିଗାଁ...

ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ

ଗଞ୍ଜାମ,୨୧।୭:(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫...

ହଟ୍‌ସ୍ପଟ୍‌ରେ ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ, ଆଜି ୧୦ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୦ା୮: ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ବୁଧବାର ପ୍ରଥମ କରି ୩ ଜଣ ଷ୍ଟାଫ୍‌ଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ତେବେ ଗୁରୁବାର ସକାଳେ ଆଉ...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ...

Coronavirus Update


Archives

Model This Week

Why Dharitri