ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ

ବଲାଙ୍ଗୀର,୨୪ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗର ପଡ଼ାରେ ଅଭାବନୀୟ ଘଟଣା ଘଟିଛି। ଜଣେ ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଘଟଣାସ୍ଥଳରେ ଟଳିପଡ଼ିଛନ୍ତି ଶାଶୁ। ମୃତ ବୋହୂ ଆନନ୍ଦିନୀ ସାହୁ ଏବଂ ଶାଶୁଙ୍କ ନାଁ ଜମ୍ବୁବତୀ ସାହୁ। ବୋହୁ ଆନନ୍ଦିନୀଙ୍କ ମୃତଦେହ ଘରୁ ଭିତରୁ ଠାବ ହୋଇଥିଲା। ନିକଟରେ ଟଳି ପଡ଼ିଥିଲେ ଶାଶୁ। ପରିବାର ଲୋକେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଟାଉନ ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମୋର୍ଟମ ପାଇଁ ପଠାଇ ଦେଇଛି। ଆଜି ମୃତଦେହ ବ୍ୟବଚ୍ଛେଦ ହେବ। ବୋହୂର ମୃତଦେହ ଦେଖି ଶାଶୁଙ୍କ ହୃଦ୍‌ଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ କରୁଛନ୍ତି ପରିବାର ଲୋକେ। ଅନ୍ୟପଟେ ଝିଅ ଘର ଲୋକେ ଶାଶୁଘର ଲୋକ ଝିଅକୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି। ବଲାଙ୍ଗୀର ଟାଉନ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ…

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ…

India-Pakistan Basmati Rice: ହର୍ମୁଜ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ଗେମ ପ୍ଲାନ, ଭାରତକୁ ଲାଗିବ ଶକ୍ତ ଧକ୍କା!

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବାସୁମତୀ ଚାଉଳକୁ ନେଇ ପ୍ରତିଦ୍ୱନ୍ଦ୍ୱିତାରେ ବ୍ୟସ୍ତ ଅଛନ୍ତି। ଉଭୟ ଦେଶ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ବଜାରରେ ବିକ୍ରୟ…

କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର୍‌ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଷ୍ଟାର୍ମରଙ୍କ ଇସ୍ତଫା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri