ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବୌଦ୍ଧ, ୨୯ା୪(ସ୍ବ.ପ୍ର.): ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ବୁଧବାର ନୂତନ ଅଲଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟନ କରାଯାଇଛି। ବିଧାୟକ ପ୍ରଦୀପ କୁମାର ଅମାତ ଏହି ମେଶିନର ଉଦ୍‌ଘାଟନ କରିଥିଲେ। ଅଲଟ୍ରାସାଉଣ୍ଡ ମେଶିନ ସ୍ଥାପନ ପରେ ଜିଲାର ବହୁ ଗରୀବ ଗର୍ଭବତୀ ଆବଶ୍ୟକ ଚିକିତ୍ସା ପାଇ ପାରିବେ। ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଲକ୍ଷ୍ମୀଧର ସାହୁ, ଏଡିଏମଓ ଡ. କିଶୋର ଚନ୍ଦ୍ର ପଟାନାୟକଙ୍କ ସମତେ ଡାକ୍ତର ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ପ୍ରଶାସନିକ କଟକଣା: ନିରାଡ଼ମ୍ବରରେ ପାଳିତ ହେଲା ମା’ ସୁନାମୁହିଁ ଯାତ୍ରା

ଭଣ୍ଡାରିପୋଖରୀ, ୧୩।୪(ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ନେରଡା ପଞ୍ଚାୟତ ପୁଣ୍ୟତୋୟା ବୈତରଣୀ ନଦୀ କୂଳରେ ଅବସ୍ଥିତ ପ୍ରତ୍ୟେକ୍ଷ ଦେବୀ ମା’ ସୁନାମୁହିଁ (ସୁବର୍ଣ୍ଣମୁଖୀ) ପୀଠ। ଏଠାରେ...

ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ଜଳେଶ୍ୱର, ୩ା୨(ଡି.ଏନ.ଏ.) ସମଗ୍ର ରାଜ୍ୟର ୧୦୭ ପୌରପରିଷଦ ଲାଗି ନିର୍ବାଚନ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି ା ଏଥିରେ ବାଲେଶ୍ୱର ଜିଲା ଜଳେଶ୍ୱର ପୌରପାଳିକାର ଅଧ୍ୟକ୍ଷ...

ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ

ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍‌ କ୍ରିମେଟୋରିୟମ୍‌ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି...

ଦୁର୍ଘଟଣାରେ ଆହତ ସ୍ବାମୀ-ସ୍ତ୍ରୀଙ୍କୁ ନିଜ ଗାଡିରେ ହସ୍ପିଟାଲ୍‌ ନେଲେ ବିଧାୟକ

ଛତ୍ରପୁର,୧୬।୨(ଡି.ଏନ.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅନ୍ତର୍ଗତ ଉଜ୍ଜଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ବୁଧବାର ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାଇକରେ...

ରାଜ୍ୟ ବାହାରର ବସ୍‌କୁ ଦେଖି ଲୋକେ ଆତଙ୍କିତ

ସମ୍ବଲପୁର,୨ା୫(ବ୍ୟୁରୋ)-ରାଜ୍ୟ ବାହାରର ୩ଟି ବସ୍‌ ଶନିବାର ସମ୍ବଲପୁର ସହର ଭିତରକୁ ପ୍ରବେଶ କରିବାରୁ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଧନୁପାଲି ଥାନା ଅଧୀନ ଜେଲ୍‌ ଛକରେ...

ପ୍ରଚାରରେ କମ୍ପୁଛି ପୌରାଞ୍ଚଳ

ଢେଙ୍କାନାଳ ଅଫିସ, ୨୧।୩: ଢେଙ୍କାନାଳ ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାରରେ କମ୍ପୁଛି ମଇଦାନ। ବିଜେଡି ପକ୍ଷରୁ ପ୍ରଚାର ମଙ୍ଗ ଧରିଛନ୍ତି ବିଧାୟକ ସୁଧୀର କୁମାର...

ଜନବସତି ମୁହାଁ ଭାଲୁ, ଲୋକେ ଭୟଭୀତ

କୋକସରା,୬ା୪(ଡି.ଏନ.ଏ): ଜଙ୍ଗଲ ନଷ୍ଟ କାରଣରୁ ହେଉ ଅବା ଖାଦ୍ୟ ଅନ୍ବେଷଣରେ ଏବେ ଜନ ବସତିମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ପ୍ରଚଣ୍ଡ ଖରା ଯୋଗୁ ଏବେ ଜଙ୍ଗଲରେ...

ଦାରିଙ୍ଗବାଡ଼ିରେ ମହିଳା ପର୍ଯ୍ୟଟକଙ୍କ ମୃତ୍ୟୁ

ଦାରିଙ୍ଗବାଡି,୨୯ା୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଜଣେ ପଶ୍ଚିମବଙ୍ଗର ମହିଳା ପର୍ଯ୍ୟଟକଙ୍କ ଶୁକ୍ରବାର ପାହାନ୍ତାରେ ମୃତ୍ୟୁ ହୋଇଛି। ସେ ହେଲେ ବାସୁନଗର ଅଞ୍ଚଳର ରୀନା ଘୋଷ (୬୦)...

Advertisement
Archives

Model This Week