ବ୍ରତ ଉପହାର ଟଙ୍କାକୁ ପିଏମ୍‌ କେୟାର୍ସକୁ ଦାନ

କଟକ ଅଫିସ୍‌,୧୦ା୪: କରୋନା ମହାମାରୀରୁ ସୁରକ୍ଷା ନିମନ୍ତେ ଗଠନ କରାଯାଇଥିବା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ‘ପିଏମ କେୟାର’ କୁ ଦ୍ବିତୀୟ ଶ୍ରେଣୀରେ ପାଠ ପଢୁଥିବା ଛାତ୍ର ତାପସ ଷଡ଼ଙ୍ଗୀ ୩ହଜାର ଟଙ୍କା ପ୍ରଦାନ କରିଛନ୍ତି। ଫୁଲନଖରା ନିକଟବର୍ତ୍ତୀ ଜୋହଳ ଭୀମପୁର ଗ୍ରାମର ତପନ ଷଡ଼ଙ୍ଗୀ ଏବଂ ଦୂର୍ଗାବତୀ ଷଡ଼ଙ୍ଗୀଙ୍କ ଏକମାତ୍ର ପୁତ୍ର ତାପସଙ୍କ ଗତ ମାସରେ ବ୍ରତଘର ହୋଇଥିଲା। ବ୍ରତଘର ସମୟରେ ପାଇଥିବା ଉପହାର ଅର୍ଥରୁ କିଛି ଦେଶ ପାଇଁ ଦାନ କରିବା ନିମନ୍ତେ ସେ ମନବଳାଇ ଥିଲେ। ଭୁବନେଶ୍ୱରସ୍ଥିତ ସେଣ୍ଟ ଜାଭିୟର ସ୍କୁଲରେ ଷ୍ଟାଣ୍ଡାର୍ଡ଼ ଦୁଇରେ ପାଠ ପଢୁଥିବା ତାପସ ଜଣେ ମେଧାବୀ ଛାତ୍ର। ନିକଟରେ ଜୀ ସାର୍ଥକ ଟିଭିରେ ପ୍ରସାରିତ ‘ବେଷ୍ଟ ଡ୍ରାମେବାଜ’ କାର୍ଯ୍ୟକ୍ରମରେ ସେ ଭାଗନେଇ ଫାଇନାଲ ରାଉଣ୍ଡରେ ପହଞ୍ଚତ୍ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?