ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍‌ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍‌ରେ ଇଭିଏମ୍‌ ଭଙ୍ଗା ଯାଇଥିବାରୁ ସାନି ମତଦାନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ...

ବିଜେଡିର ସମ୍ପୃକ୍ତି ଅଭିଯୋଗ ଆଣିଲା କଂଗ୍ରେସ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ସହରରୁ ସୋମବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ ଘଟଣା ଭିନ୍ନମୋଡ଼ ନେଉଛି। ଚୋରାଚାଲାଣ ଘଟଣାରେ ବିଜେଡିର ଲିଙ୍କ୍‌...

କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ...

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।...

ସୋନପୁର ୪୪.୪ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ

କାଳିଆପାଣି,୯।୩(ଡି.ଏନ୍‌.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍‌ ଧୁମ୍‌ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ...

ଟଙ୍କା ମୂଲଚାଲକୁ ନେଇ ଡବଲ ମର୍ଡର

ଯାଜପୁର ଅଫିସ/ପାଣିକୋଇଲି(ଡି.ଏନ.ଏ.),୧୪ା୯: ଯାଜପୁର ଜିଲା ପାଣିକୋଇଲି ଥାନା ସାନସୋତି ଗ୍ରାମରେ ଏକ ପୋଲ ନିକଟରେ ଘଟିଥିବା ଡବଲ ମର୍ଡର ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଅପ୍ରାକୃତିକ...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୮(ବ୍ୟୁରୋ): ରାଜ୍ୟ ସରକାର ରବିବାର ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଡିଆର୍‌ଡିଏର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ଓ...

Advertisement
Archives

Model This Week