ବ୍ରହ୍ମଗିରି ଥାନା ମହିଳା ଏସ୍‌ଆଇ କରୋନା ଆକ୍ରାନ୍ତ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ବ୍ରହ୍ମଗିରି ଥାନାର ଜଣେ ମହିଳା ଏସ୍‌ଆଇ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂପୃକ୍ତା ଏସ୍‌ଆଇ କରୋନା ସଂକ୍ରମିତ ଜଣେ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ବ୍ରହ୍ମଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିବା ପରେ ଥାନା ଆଇଆଇସିଙ୍କ ସମେତ ୯ କର୍ମଚାରୀ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଆକ୍ରାନ୍ତ ଏସ୍‌ଆଇଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ବୋଲି ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ଅଭିଯୁକ୍ତ ଗିରଫ

ବଡବିଲ,୨୨।୫(ସ୍ବ.ପ୍ର.)-ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବଡବିଲ ଥାନା ପୋଲିସ ବାକଲ ହଟିଂ ଅଞ୍ଚଳର ଏମଡି ଅଖତାର ଖାନଙ୍କୁ...

ହସ୍ପିଟାଲର ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ବାରଣାସୀ, ୨୪।୮: ଉତ୍ତର ପ୍ରଦେଶ ବାରଣାସୀସ୍ଥିତ କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍‌ୟୁ) କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ଆକ୍ରାନ୍ତ ଯୁବକ ୪ର୍ଥ ମହଲାରୁ...

ଶିଶୁଦିବସ: ନେହେରୁଙ୍କ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଲେ ଛାତ୍ରୀଛାତ୍ର

ବାଲିଗୁଡ଼ା,୧୪।୧୧(ଡି.ଏନ୍‌.ଏ.): ବିଶିଷ୍ଟ ରାଷ୍ଟ୍ର ନାୟକ ତଥା ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୦ତମ ଜୟନ୍ତୀ ଅବସରରେ ଶିଶୁଦିବସ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୯୨୩୫୨ ମେଟ୍ରିକ ଟନ୍‌ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ...

ଡିଜିଟାଲ ପ୍ଲାଟ୍‌ଫର୍ମରେ ‘ଅଂଗ୍ରେଜୀ ମିଡିୟମ’

ମୁମ୍ବାଇ: ଇର୍‌ଫାନ ଖାନ୍‌ଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍‌’ ରିଲିଜ ପୂର୍ବରୁ ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଏକ ଜବରଦସ୍ତ କ୍ରେଜ୍‌ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ...

୭ ଜଣ ପୋଲିସଙ୍କୁ ଚକ୍‌ମା ଦେଇ କରୋନା ପଜିଟିଭ କଏଦୀ ଫେରାର୍‌

ରାଞ୍ଚି, ୧୦।୯: ଝାଡ଼ଖଣ୍ଡ କୋଡରମା ଜିଲାରେ ଜଣେ ବିଚାରଧିନ କଏଦୀ ଫେରାର୍‌ ହୋଇଯାଇଛନ୍ତି। ଏହି କଏଦୀ ଜଣଙ୍କ ନିକଟରେ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିଲେ। ଏହାପରେ...

ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଗହଳି,ରହୁନି ସାମାଜିକ ଦୂରତା

ଗଞ୍ଜାମ, ୨୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିଚାଲିଛ। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି l ଏଥିପାଇଁ ଜିଲା...

୧୦ ହଜାର ଲାଞ୍ଚ: ଭିଜିଲାନ୍ସ ଜାଲରେ, ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ/ସୋରଡା(ଡି.ଏନ.ଏ.), ୨୮ା୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧୀନରେ ଥିବା ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା...

BGU
Play 250+ Trending Games
Archives

Model This Week

Why Dharitri