ବ୍ରହ୍ମପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫- ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ବିକ୍ରମ ପଣ୍ଡାଙ୍କୁ ୩ ହଜାର ୬୯୪ ଭୋଟ ମିଳିଛି। ତାଙ୍କ ପଛକୁ ରହିଛନ୍ତି ଭାଜପାର କାହ୍ନୁଚରଣ ପତି। ତାଙ୍କୁ ମିଳିଛି ୧୫୨୭ଖଣ୍ଡ ଭୋଟ। କଂଗ୍ରେସର ଲିଙ୍ଗରାଜ ଚୌଧୁରୀଙ୍କୁ ମାତ୍ର ୨୩୪ ଖଣ୍ଡ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ ପାଚେରି ଭୁଶୁଡ଼ି ମହିଳା ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୧ା୮- ଚମାଖଣ୍ଡି ଥାନା ବନ୍ଦର ଗଁ।ରେ ବୁଧବାର ଅପରାହ୍ନରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ...

କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍‌

ବୁଗୁଡ଼ା,୨୭ା୬(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା...

ବ୍ରହ୍ମପୁର ବନଖଣ୍ଡ: ପକ୍ଷୀଗଣନାରେ ସାମିଲ ହେବେ ୩୮ ଦଳ

ବ୍ରହ୍ମପୁର ଅଫିସ,୨।୧- ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ରବିବାର ବାର୍ଷିକ ପକ୍ଷୀ ଗଣନା ହେବ। ଏନେଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହେବା ସହ ଅଧିକାରୀ...

ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ହୋଇନି: ଜିଲାପାଳ

ଛତ୍ରପୁର,୩।୬(ଡି.ଏନ.ଏ.)-ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ ସଂଖ୍ୟା ଗଞ୍ଜାମ ଜିଲାରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି...

ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍‌

ବ୍ରହ୍ମପୁର ଅଫିସ୍‌,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍‌ ରାଇଡିଂ ଓ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ...

ଝାଳବୁହା ଧନ ଖାଇଗଲେ…

ଶେରଗଡ଼,୧୮ା୨: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୂଷୁଣ୍ଡା ଗ୍ରାମ ନିକଟରେ ବୁଧବାର ରାତିରେ ଏକ ହାତୀପଲ ପଶି ୫୦ ଏକର ଜମିରୁ ଊର୍ଦ୍ଧ୍ୱ ପନିପରିବା ଫସଲ...

ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି...

Advertisement


Archives

Model This Week

Why Dharitri