ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା ଚିଠି ପ୍ରକାରେ ଶନିବାରରୁ ନୂତନ କୁଳପତି ଚୟନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଅସ୍ଥାୟୀ କୁଳପତି ଭାବେ ସେ ଏହି ଦାୟିତ୍ୱରେ ରହିବେ ା ଅପରାହ୍ନରେ ବ୍ରହ୍ମପୁର ଆରଡିସିଙ୍କ କାର୍ଯ୍ୟାଳୟରେ ଆଓ ଅସ୍ଥାୟୀ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା କୁଳସଚିବ ରଞ୍ଜନ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି ା
ସୂଚନାଯୋଗ୍ୟ, ପୂର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କ କାର୍ଯ୍ୟକାଳ ଶନିବାର ଶେଷ ହୋଇଛି ା ଏହାର ଦିନକ ପୂର୍ବରୁ ପ୍ରଫେସର ଦାସ ନିଜ ପଦବୀ ଛାଡିବାକୁ ନେଇ କୁଳାଧିପତି ତଥା ରାଜ୍ୟପାଳଙ୍କୁ ଅନୁରୋଧ କରିଥିଲେ। ପ୍ରଫେସର ଦାସଙ୍କ ଅନୁରୋଧ କ୍ରମେ ରାଜ୍ୟପାଳ ଶୁକ୍ରବାର ଅପରାହ୍ନରୁ ଆରଡିସିଙ୍କୁ ଅସ୍ଥାୟୀ କୁଳପତି ଭାବେ ଦାୟିତ୍ୱ ଗ୍ରହଣ ପାଇଁ ରାଜଭବନ ପକ୍ଷରୁ ନିଦ୍ଦେଶନାମା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri