‘ବ୍ରହ୍ମାସ୍ତ୍ର’ ସହ ଯୋଡ଼ି ହେଲେ ଶାହରୁଖ

ବମ୍ବେ: ଫିଲ୍ମ ଦୁନିଆରୁ କିଛି ସମୟ ପାଇଁ ଦୂରେଇ ଯାଇଥିବା ଶାହରୁଖ ଖାନ୍‌ ପୁଣି ଥରେ ଫେରୁଛନ୍ତି। ନିର୍ଦ୍ଦେଶକ ଅୟାନ ମୁଖାର୍ଜୀଙ୍କ ‘ବ୍ରହ୍ମାସ୍ତ୍ର’ରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ ବୋଲି କୁହାଯାଉଛି। ଫିଲ୍ମଟି ତିନୋଟି ଭାଗରେ ରିଲିଜ୍‌ ହେବ। ଏଥିରେ ପୂର୍ବରୁ ରଣବୀର କପୁର, ଆଲିଆ ଭଟ୍ଟ ଏବଂ ଅମିତାଭ ବଚ୍ଚନ ଅଭିନୟ କରୁଛନ୍ତି। ଏବେ ଏମାନଙ୍କ ସହ ଯୋଡ଼ି ହୋଇଛନ୍ତି ଶାହରୁଖ। ସେ ଏହାର ଶୁଟିଂ ମଧ୍ୟ ଆରମ୍ଭ କରିସାରିଲେଣି। ଭୂମିକା କ’ଣ ରହିବ, ତାହା ସ୍ପଷ୍ଟ ହୋଇ ନ ଥିଲେ ହେଁ ଭିଏଫ୍‌ଏକ୍ସ ଆଧାରିତ ରହିବ।

ବ୍ରହ୍ମାସ୍ତ୍ର ଚଳିତବର୍ଷ କ୍ରିସ୍‌ମାସ ଅବସରରେ ପରଦାକୁ ଆସିଥାନ୍ତା। ମାତ୍ର ଏବେ ଏହାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ବର୍ଷ ଏହାକୁ ରିଲିଜ୍‌ କରିବାକୁ ନିର୍ମାତାମାନେ ଯୋଜନା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣଦୀପ ହୁଡ୍ଡା ଅସୁସ୍ଥ

ମୁମ୍ବାଇ: ବଲିଉଡ ଅଭିନେତା ରଣଦୀପ ହୁଡ୍ଡା ଅସୁସ୍ଥ ହୋଇ ପଡିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ତାଙ୍କ ଆଣ୍ଠୁର ସର୍ଜରୀ କରାଯାଇଛି । ଫିଲ୍ମ ‘ଇନ୍ସପେକ୍ଟର...

‘ଅନ୍ତର୍ଧ୍ୱନି’କୁ ୨ ପୁରସ୍କାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାଂଲାଦେଶର ଢାକାଠାରେ ଆୟୋଜିତ ସିନେ ମେକିଙ୍ଗ୍‌ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ୱନି’କୁ ୨ଟି ପୁରସ୍କାର ମିଳିଛି। ଚଳଚ୍ଚିତ୍ରର ନାୟିକା ସ୍ବପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ...

ମା’ଙ୍କ ଆଖିର ତାରା ଥିଲେ ସିଦ୍ଧାର୍ଥ; ଏବେ ମୃତ୍ୟୁ ଖବର…

ବମ୍ବେ: ଟେଲି ପରଦାର ହ୍ୟାଣ୍ଡସମ୍‌ ହଙ୍କ୍‌ ତଥା ବିଗ୍‌ବସ୍‌ ୧୩ର ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ଘଟିଛି। ମାତ୍ର ୪୦ ବର୍ଷ ବୟସରେ ସେ ଦୁନିଆରୁ...

ମମତା-ରାହୁଲଙ୍କ ମଜା ଉଡ଼ାଇଲେ ଅନୁରାଗ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଫିଲ୍ମ ବ୍ୟତୀତ ନିଜର ବୁଦ୍ଧି ବିବେକ ଖଟାଇବା ଦିଗରେ ବଲିଉଡ୍‌ରେ ବେଶ୍‌ ଜଣାଶୁଣା। ଏବେ ତାଙ୍କ ଟାର୍ଗେଟରେ ରାଜନେତାମାନେ ରହିଛନ୍ତି।...

ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍‌ରତ୍‌: ବ୍ୟାଙ୍କ୍‌ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍‌ରତ୍‌ କୁଆଡେ ୬ ମାସର ଗର୍ଭବତୀ...

ପିତାଙ୍କୁ ହରାଇଲେ ବଲିଉଡ ଅଭିନେତା

ନୂଆଦିଲ୍ଲୀ,୩।୧୦: ବଲିଉଡ଼ ଅଭିନେତା ମନୋଜ ବାଜପେୟୀଙ୍କ ବାପା ରାଧାକାନ୍ତ ବାଜପେୟୀଙ୍କ ରବିବାର ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ୮୩ ବର୍ଷ...

‘ଜୀବନରେ କେବେ ବି ତାଙ୍କ ମୁହଁ ଦେଖିବାକୁ ଚାହେଁନା’

ବମ୍ବେ: ଜୀବନରେ ଆଉ କେବେ ବି ତେଜସ୍ବୀ ପ୍ରକାଶଙ୍କ ମୁହଁ ଦେଖିବି ନାହିଁ। କିଛି ଏଭଳି କହିଛନ୍ତି ଅଭିନେତ୍ରୀ ସମିତା ସେଟ୍ଟୀ। ନିକଟରେ ଶେଷ ହୋଇଥିବା...

ଘରେ ୮୦ ହଜାର ମହୁମାଛି ପାଳିଛନ୍ତି ଏହି ଲୋକପ୍ରିୟ ଗାୟିକା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଆମେରିକାର ପପ୍‌ ଗାୟିକା ବିୟୋନ୍ସ ୮୦ ହଜାର ମହୂମାଛି ନିଜ ଘରେ ପାଳିବାକୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି। ନିଜେ ବାୟାନ୍ସେ ଏକ ସାକ୍ଷାତକାରରେ ଏକଥା...

Advertisement
Archives

Model This Week