Posted inଜାତୀୟ

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ କଲା ନୌସେନା

ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍‌ କ୍ରୁଇଜ୍‌ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଛି। ନୌସେନା ପକ୍ଷରୁ ଏହାକୁ ଆରବ ସାଗରରେ ପରୀକ୍ଷଣ କରାଯାଇଛି। ଗତ ସେପ୍ଟେମ୍ବରରେ ଏହାକୁ ଓଡ଼ିଶାର ଚାନ୍ଦିପୁରଠାରେ ସଫଳତାର ସହିତ ପରୀକ୍ଷଣ କରାଯାଇଥିଲା। ସେହିପରି ଗତ ମେ’ରେ ଏହାକୁ ସୁଖୋଇ-୩୦ ଯୁଦ୍ଧ ବିମାନରୁ ମଧ୍ୟ ପରୀକ୍ଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri