ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୦।୭ – ଭଦ୍ରକ ଜିଲା ଅବକାରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ଅପରାହ୍ନରେ ଚଢ଼ାଉ କରି ଆରଡ଼ି ଛକ ନିକଟରୁ ୭ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିଛି। ଏଥିସହ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଆରଡ଼ି ଛକ ଗେଲପୁର ଅଞ୍ଚଳର ଶତ୍ରୁଘ୍ନ ଦାସ। ସେ ଦୀର୍ଘଦିନ ଧରି ବାଲେଶ୍ୱରରୁ ବ୍ରାଉନସୁଗାର ଆଣି ଭଦ୍ରକ ଅଞ୍ଚଳରେ ବ୍ୟବସାୟ ଚଳାଇ ଆସୁଥିଲେ ବୋଲି ଅବକାରୀ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖନ୍ତାପଡାରେ ଦେଶୀ ମଦର ଅବାଧ କାରବାର

ବାହାନଗା, ୪ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଅଞ୍ଚଳରେ ଚୋରା ଦେଶୀମଦ କାରବାର ବଢିଚାଲିଛି। ଚିତ୍ତାପଦା ଛକରେ ଏକ ପରିତ୍ୟକ୍ତ ଘରୁ ସୋର ଅବକାରୀ ବିଭାଗ...

ମମତା ଆଗରେ ଅସହାୟ ମା’ : ଆଜି ବିଶ୍ୱ ମାତୃ ଦିବସ

କେନ୍ଦୁଝର, ୧୨ା୫ (ସ୍ବ.ପ୍ର.)-ଏ ମହିଳାଙ୍କୁ ଦୁନିଆ କହେ ମା’। ମୁଣ୍ଡରେ ପରିବାରର ବୋଝ। କାନିରେ ବନ୍ଧା ହୋଇଛି ମମତାର ଫୁଲ କଢ଼ି। ଗୋଟିଏ ପଟେ ଦାୟିତ୍ୱ,...

୬ ଅନାଥ ଭଉଣୀଭାଇ ନିରାଶ୍ରୟ

କେନ୍ଦୁଝର,୨୫ା୬ (ସ୍ବ.ପ୍ର.)-ଅନାଥ ହୋଇପଡ଼ିଛନ୍ତି ୬ ଭାଇଭଉଣୀ। ସରକାର ଶିଶୁ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ଶିଶୁମାନେ ସବୁ ପ୍ରକାର ଯୋଜନାରୁ ବଞ୍ଚିତ ହୋଇପଡ଼ିଛନ୍ତି।...

ବିଭିନ୍ନ ସମସ୍ୟାରେ ଚମ୍ପୁଆ ଉପଡାକଘର: ବଢ଼ୁଛି ଅସନ୍ତୋଷ

ଚମ୍ପୁଆ, ୧୭।୬(ଡି.ଏନ୍‌.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍‌ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ...

ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି।...

୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ

ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍‌ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ...

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା...

୭୧ ଦିନ ପରେ ଜଳେଶ୍ୱରରେ ଟ୍ରେନ୍‌ ରହଣି : ଯାତ୍ରୀଙ୍କୁ କରାଗଲା ଥର୍ମାଲ ସ୍କ୍ରିନିଂ

ଜଳେଶ୍ୱର, ୧।୬(ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଥିଲା। ଦୀର୍ଘ ୭୧ ଦିନ ପରେ ସୋମବାର ପ୍ରଥମ କରି ୦୨୦୭୪...

Play 250+ Trending Games
Archives

Model This Week

Why Dharitri