ବ୍ରାଉନସୁଗାର ବ୍ୟବସାୟୀ ଛୋଟାଙ୍କ ବେଆଇନ ଘର ଉଚ୍ଛେଦ: ମାଟିରେ ମିଶିଲା ୧୪ ବଖରା, ପୋତା ହେଲା ସୁଇମିଂ ପୁଲ୍‌

ଖୋର୍ଦ୍ଧା ଅଫିସ,୧୫।୭: ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କ ଜବରଦଖଲରେ ଥିବା ଗୁରୁଜଙ୍ଗ ଜବରଦସ୍ତପୁର ଦ୍ୱାରିକାନଗରର ଘରକୁ ସୋମବାର ଉଚ୍ଛେଦ କରାଯାଉଛି। ତହସିଲଦାର ଶୁଭେନ୍ଦ୍ର ସାମଲଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଛୋଟା ଉକ୍ତ ସରକାରୀ ଜାଗାରେ ୧୪ ବଖରା ସହ ସୁଇମିଂ ପୁଲ ନିର୍ମାଣ କରିଥିଲେ। ଏହାର ମୂଲ୍ୟ ଏକ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ତେବେ ଉକ୍ତ ଘରକୁ ଭଙ୍ଗା ଯିବା ସହ ସୁଇମିଂ ପୁଲକୁ ପୋତାଯାଉଛି।

ସୂଚନାଯୋଗ୍ୟ, ଛୋଟା ଉକ୍ତ ଘରୁ ବ୍ରାଉନସୁଗାର ବ୍ୟବସାୟ ଚଳାଉଥିଲେ। ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳ ସହ ନୟାଗଡ଼ ଜିଲାର ଅନେକ ସ୍ଥାନକୁ ଏଠାରୁ ବ୍ରାଉନସୁଗାର(ପାଉ) କାରବାର ହେଉଥିଲା। ଗତ କିଛି ଦିନ ତଳେ ଛୋଟା ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏବେ ସେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି

ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ...

ଓଡ଼ିଶୀ ସଙ୍ଗୀତ’ ପାଇଁ ବାଟ ଖୋଲିଲା

ଭୁବନେଶ୍ୱର,୩ା୯(ବ୍ୟୁରୋ):ଦୀର୍ଘଦିନ ଧରି ନିଜ ହକ୍‌ ପାଇପାରୁ ନ ଥିବା ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା। ଓଡ଼ିଶୀକୁ ଶାସ୍ତ୍ରୀୟ ମାନ୍ୟତା ଦେବାଲାଗି ନିଆଯିବ ତ୍ୱରିତ ପଦକ୍ଷେପ।...

ଦଳ ଛାଡ଼ିବା ପରେ ନିଲମ୍ବନ ହେଲେ ଭଗବାନ

ଭୁବନେଶ୍ୱର,୫।୧(ବ୍ୟୁରୋ) ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ ଦର୍ଶାଇ ପୁରୀ ଜିଲା ବ୍ରହ୍ମଗିରି ମଣ୍ଡଳ...

ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ...

ଅଟୋ ପାର୍କିଂ, ଯାତ୍ରୀ ପରିବହନରେ କଟକଣା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ଆରଟିଓ ପକ୍ଷରୁ ଯାଞ୍ଚ କଡ଼ାକଡ଼ି କରାଯାଇ ବଡ଼ଧରଣର ଜରିମାନା ଆଦାୟ...

ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌: ୨ ଗୁଣ ହେବ ଭଡ଼ା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ସତ୍ତ୍ୱେ ଗ୍ରୀନ୍‌ ଜୋନ୍‌ଗୁଡିକରେ ବସ୍‌ ଚଳାଇବା ପାଇଁ ବ୍ୟବସ୍ଥା ହେଉଛି। ଏଥିପାଇଁ ବସ୍‌ ଭଡ଼ା ଦୁଇ ଗୁଣ କରାଯିବ। ଯେହେତୁ...

ନେଗେଟିଭ୍‌ ରିପୋର୍ଟ ବିନା ଗଞ୍ଜାମରେ ପ୍ରବେଶ ମନା

ଛତ୍ରପୁର,୨୨ା୩: କରୋନା ହଟସ୍ପଟ ରାଜ୍ୟରୁ ପ୍ରବାସୀମାନେ ଟ୍ରେନ ଯୋଗେ ଗଞ୍ଜାମ ଜିଲାକୁ ଫେରୁଛନ୍ତି। ଦୈନିକ ଛତ୍ରପୁର, ବ୍ରହ୍ମପୁର ଓ ଖଲ୍ଲିକୋଟ ଷ୍ଟେଶନରେ ପ୍ରବାସୀ ଓହ୍ଲାଉଛନ୍ତି। ଜିଲାରେ...

ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି

ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା...

Advertisement


Archives

Model This Week