ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍‌ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି।
ଅଭିଯୁକ୍ତଜଣଙ୍କ ସ୍ଥାନୀୟ ଷ୍ଟେଟ୍‌ବ୍ୟାଙ୍କ ପଛପଟ ତଥା ଗୌରିଶଙ୍କର ମନ୍ଦିର ପାଖରେ ବ୍ରାଉନସୁଗାର କାରବାର ଚଳାଇଥିବା ପୋଲିସ ଖବର ପାଇଥିଲା। ସେଠାରେ ଚଢ଼ାଉ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ରାଜ୍ୟ କୁଡୁମୀ ସେନା

ପାଟଣା,୧୩।୯( ସ୍ବ.ପ୍ର.): ଓଡ଼ିଶା କୁଡୁମୀ ସେନା ସୋମବାର କେନ୍ଦୁଝର ସର୍କିଟ ହାଉସଠାରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ଭେଟିଛନ୍ତି। ସେମାନେ...

ମାସକରେ ରାସ୍ତା ଫାଟି ଆଁ

କାମାକ୍ଷାନଗର, ୫।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ରେ ନିର୍ମିତ ରାସ୍ତା ମାସକ ମଧ୍ୟରେ...

ଆବର୍ଜନାରେ ଭର୍ତ୍ତି ଝୁମ୍ପୁରା ବଜାର ରାସ୍ତା

ଝୁମ୍ପୁରା, ୨୪।୬ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଝୁମ୍ପୁରା ବଜରା, ପରିବା ମାର୍କେଟ, ସାପ୍ତାହିକ ହାଟ ବସୁଥିବା ଜାଗା, ଝୁମ୍ପୁରା ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ କୁଢ...

ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ...

ୟୁପିରୁ ଦୁଇ ଭାଇଙ୍କୁ ଗିରଫ କଲା ଛତ୍ରପୁର ପୋଲିସ

ଛତ୍ରପୁର,୧୫ା୯(ଡି.ଏନ.ଏ)-ଦଶ ଚକିଆ ଟ୍ରକରେ ବ୍ୟାଟେରି ସହ ଗଞ୍ଜେଇକୁ ଆନ୍ଧ୍ରରୁ ଓଡିଶା ଦେଇ ଉତ୍ତରପ୍ରଦେଶ ଚାଲାଣ ମାମଲାରେ ସମ୍ପୃକ୍ତ ୨ ଭାଇଙ୍କୁ ପୋଲିସ ଗିରଫ କରିଛିି ା...

ଅବ୍ୟବସ୍ଥାରେ ମଧୁକୁଞ୍ଜ ପାର୍କ

କଟକ ଅଫିସ,୨୪ା୧୦: କଟକ ମହାନଗର ନିଗମ (ସିଏମ୍‌ସି)ର ୧୬ ନମ୍ବର ୱାର୍ଡ ଅଧୀନ ତୁଳସୀପୁର ସ୍ଥିତ ମଧୁକୁଞ୍ଜ ପାର୍କରେ ଅନେକ ଅବ୍ୟବସ୍ଥା ରହିଛି। ରକ୍ଷଣାବେକ୍ଷଣ ଅଭାବରୁ...

ବିବାହ ପରେ ରକ୍ତଦାନ

ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା...

ବସ୍‌କୁ ଧକ୍କା ଦେଲା ବାଇକ୍‌: ବାପା ମୃତ, ପୁଅ ଗୁରୁତର

ବଡ଼ସାହି,୨୦।୬(ସ୍ବପ୍ର, ଦୀପକ ବୁଗୁଡେଇ): ମୟୂରଭଞ୍ଜ ଜିଲା ବଡ଼ାହି ଥାନା ଅଧୀନ ସାନକେରକ ଛକ ନିକଟରେ ଏକ ବସ୍‌ ବାଇକକୁ ଧକ୍କା ଦେଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର...

Advertisement
Archives

Model This Week