Posted inଖେଳ

ବ୍ରାଏଣ୍ଟଙ୍କ ହେଲିକପ୍ଟରରେ ସତର୍କ ବ୍ୟବସ୍ଥା ନ ଥିଲା

ଲସ୍‌ ଏଞ୍ଜେଲସ, ୨୯।୧(ପି.ଟି.): ଜଣାଶୁଣା ବାସ୍କେଟ ବଲ୍‌ ଖେଳାଳି ତଥା ଏନ୍‌ବିଏ ଲିଜେଣ୍ଡ କୋବ୍‌ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ବରଣ କରିବା ପରେ ଏ ନେଇ ତଦନ୍ତ ଆରମ୍ଭ ହୋଇଛି। ବ୍ରାଏଣ୍ଟଙ୍କ ହେଲିକପ୍ଟରରେ କୌଣସି ସତର୍କ ବ୍ୟବସ୍ଥା ନ ଥିଲା ବୋଲି କୁହାଯାଇଛି। ପାଇଲଟଙ୍କୁ ସତର୍କ କରାଇବା ଭଳି ଗୁରୁତ୍ୱପୂର୍ଣ୍ଣ ସଫ୍ଟ ଓୟାରର ବ୍ୟବସ୍ଥା ଏହି ହେଲକପ୍ଟରରେ ନ ଥିଲା ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଦୁର୍ଘଟଣା ପୂର୍ବରୁ ହେଲିକପ୍ଟର ଭୂଇଁର ନିକତର ହେବା ବେଳେ ଟେରାନ ଆଓ୍ବାରନେସ୍‌ ଆଣ୍ଡ ଓ୍ବାର୍ନିଂ ସିଷ୍ଟମ (ଟିଏଡବ୍ଲ୍ୟୁଏସ୍‌) ପାଇଲଟଙ୍କୁ ସତର୍କ କରାଥାଏ। ତେବେ ଏହା ଏହି ହେଲିକପ୍ଟରରେ ଲଗାଯାଇ ନ ଥିଲା। ଟିଏଡବ୍ଲ୍ୟୁଏସ୍‌ ଲାଗା ଯାଇଥିଲେ ପାଇଲଟଙ୍କୁ ଏହା ସାହାଯ୍ୟ କରିଥାନ୍ତା। ହେଲିକପ୍ଟରରେ ଓ୍ବାର୍ନିଂ ସିଷ୍ଟମ ଲଗାଇବା ବାଧ୍ୟତାମୂଳକ ନୁହଁ।
ଇତିମଧ୍ୟରେ ଦୁର୍ଘଟଣା ସ୍ଥଳରେ ଅଧିକାରୀମାନେ ସେମାନଙ୍କ ତଦନ୍ତ ସମ୍ପର୍ନ କରିଛନ୍ତି। ଏହି ଦୁର୍ଘଟଣାରେ ବ୍ରାଏଣ୍ଟଙ୍କ ୧୩ ବର୍ଷର ଝିଅ ଜିଆନାଙ୍କ ସମେତ ୫ଜଣ ବ୍ୟକ୍ତି ମୃତ୍ୟୁବରଣ କରିଥିଲେ। ତେବେ ଏମାନଙ୍କ ମୃତଦେହକୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri