ବ୍ରାଜିଲରୁ ଆସୁଥିବା ଲୋକଙ୍କୁ ଆମେରିକା ମନା: ଟ୍ରମ୍ପ

ଓ୍ବାଶିଂଟନ,୨୫।୫: କରୋନା ଭାଇରସ ସଂକ୍ରମଣରେ ଆମେରିକାର ସ୍ଥିତି ବେହାଲ ହୋଇଥିବା ବେଳେ ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍‌ଶୀଘ୍ର ଆମେରିକାରେ ସ୍କୁଲ ଖୋଲିବାକୁ କହିଛନ୍ତି। ଟୁଇଟ୍‌ କରି ଟ୍ରମ୍ପ କହିଛନ୍ତି ଆମେରିକାରେ ସ୍କୁଲ ଯେତେଶୀଘ୍ର ଖୋଲିଦେବା କଥା। ଟ୍ରମ୍ପ ସ୍କୁଲ ଖୋଲିବାର କାରଣକୁ ନେଇ ସାଧାରଣ ଜନତାଙ୍କୁ ଫକ୍ସ ନ୍ୟୁଜର ଏକ ଶୋ’ ଦେଖିବାକୁ କହିଛନ୍ତି। ଯେଉଁଥିରେ ଲକ୍‌ଡାଉନକୁ ଷ୍ଟୁପିଡ ବୋଲି କୁହାଯାଇଛି। ଅନ୍ୟପଟେ ଗତ ୧୪ ଦିନ ମଧ୍ୟରେ ଯେଉଁମାନେ ବ୍ରାଜିଲ ଗସ୍ତ କରିଛନ୍ତି ସେମାନଙ୍କୁ ଆମେରିକା ଆସିବାକୁ ବାରଣ କରିଛନ୍ତି ଟ୍ରମ୍ପ ସରକାର। ଟ୍ରମ୍ପ ଯେଉଁ ଶୋ’ କଥା କହିଛନ୍ତି ସେଥିରେ ଲକ୍‌ଡାଉନକୁ ସମ୍ପୂର୍ଣ୍ଣ ନିର୍ବୋଧ ବୋଲି କୁହାଯାଇଛି। ଏହାକୁ ନେଇ ଟ୍ରମ୍ପ ‘ଓପନ ଆମେରିକା ଏଗେନ’ ବୋଲି କହୁଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅନନ୍ୟ ଜିନିଷକୁ ସମୁଦ୍ର କୂଳରୁ ଘରକୁ ନେଇ ଆସିଥିଲେ ମା’-ଝିଅ: ଘଟିଲା ଏଭଳି ଅଘଟଣ

ବ୍ରିଟେନର କେଣ୍ଟରେ ରହୁଥିବା ୩୮ ବର୍ଷୀୟା ଯୋଡି କ୍ରୁଜ ଏବଂ ତାଙ୍କର ୮ ବର୍ଷର ଝିଅ ଇସାବେଲା ସମୁଦ୍ର କୂଳରେ ଏକ ଅନନ୍ୟ ଜିନିଷ ପାଇଥିଲେ।...

୬ଦିନ ପରେ ମୁଁ ପୁଣି ଆସିବି…

ଇସଲାମାବାଦ,୨୬ ।୫: ଶେଷ ହୋଇଛି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଆଜାଦୀ ମାର୍ଚ୍ଚ । ସଂସଦ ବାହାରେ ପୋଲିସ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କଲେ ବାଇଡେନ୍‌

ଓ୍ବାଶିଂଟନ,୨୫।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶନିବାର ଐତିହାସିକ ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କରିଥିବାରୁ  ଏହା ଆଇନରେ ପରିଣତ ହୋଇଛି। ବନ୍ଧୁକ ନିୟନ୍ତ୍ରଣ ଆଇନ...

ୟୁକ୍ରେନ ସଙ୍କଟ: ସଂଯମତା ପାଇଁ ଭାରତର ନିବେଦନ

ନୂଆଦିଲ୍ଲୀ,୨୨ ।୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ମଙ୍ଗଳବାର ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ରେ ଆୟୋଜିତ ହୋଇଛି ମିଳିତ...

ଥରିଲା ଜାପାନ ଓ ଦକ୍ଷିଣ ଫିଲିପାଇନ୍ସ୍‌

ଟୋକିଓ,୧୩।୭: ଜାପାନ ଏବଂ ଦକ୍ଷିଣ ଫିଲିପାଇନ୍ସ୍‌ରେ ଶନିବାର ଭୂକମ୍ପ ଅନୁଭୁତ ହୋଇଛି। ଜାପାନରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିବାବେଳେ ଦକ୍ଷିଣ ଫିଲିପାଇନ୍ସ୍‌ରେ...

ପୁଣି ଆଇସୋଲେଶନରେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନଶନ ପୁଣି ଥରେ ନିଜକୁ ଆଇସୋଲେଟ କରି ନେଇଛନ୍ତି । ନିକଟରେ ସେ ଜଣେ କରୋନା ପଜିଟିଭ ସାଂସଦଙ୍କ...

ଆସିଆନ୍‌ ଭାରତର ଅଭିନ୍ନ ଅଙ୍ଗ ଥିଲା ରହିବ: ମୋଦି

ବ୍ୟାଙ୍କକ୍‌,୩।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବ୍ୟାଙ୍କକ୍‌ରେ ଆୟୋଜିତ ଆସିଆନ୍‌-ଇଣ୍ଡିଆ ଶିଖର ସମ୍ମିଳନୀରେ କହିଛନ୍ତି ଆସିଆନ୍‌ ଭାରତର ଆକ୍ଟ ଇଷ୍ଟ ପଲିସିର ଅଭିନ୍ନ ଅଙ୍ଗ ହୋଇ...

ମହାକାଶ ଯାତ୍ରା କରିବାରେ ବ୍ରାନ୍‌ସନ୍‌ ପ୍ରଥମ ବିଲିୟନେୟାର

ଓ୍ବାଶିଂଟନ୍‌, ୧୧ା୭: ଭର୍ଜିନ ଗାଲାକ୍ଟିକ ପ୍ରତିଷ୍ଠାତା ରିଚାର୍ଡ ବ୍ରାନ୍‌ସନ(୭୦) ରବିବାର ପ୍ରଥମ ବିଲିୟନେୟାର ଭାବେ ମହାକାଶ ଯାତ୍ରା କରିବାରେ ଇତିହାସ ରଚିଛନ୍ତି। ତାଙ୍କ ସହ ଦୁଇ...

Advertisement
Archives

Model This Week