ବ୍ରାଜିଲ ବାରରେ ଗୁଳିମାଡ: ୪ ମୃତ

ରିଓ-ଡି-ଜେନେରିୟୋ,୩୦।୬: ବ୍ରଜିଲର ରିଓ-ଡି-ଜେନେରିଓରେ ଥିବା ଏକ ବାରରେ ଗୁଳିମାଡ ଫଳରେ ଅତିକମ୍‌ରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା କଥା ହେଲା ଦଳେ ଲୋକ ଏକାଠି ଆସି ଏଠାରେ ଆଖିବୁଜା ଗୁଳି ଚାଳନା କରିଥିଲେ। ବ୍ରାଜିଲର ଦ୍ୱିତୀୟ ବୃହତ୍ତମ ସହର ରିଓ-ଡି-ଜେନେରିଓରେ ପୋଲିସ ଓ ଅପରାଧିଙ୍କ ମଧ୍ୟରେ ନିତିଦିନ ଗୁଳି ବିନିମୟ ଯୋଗୁ ପରିସ୍ଥିତି ଖରାପ ହୋଇ ପଡିଛି। ତେବେ ଏହି ବାର୍‌ ଗୁଳିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବ୍ରାଜିଲରେ ହେଉଥିବା ହିଂସା ସହ ଏହା ଜଡିତ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏହି ଶତ୍ରୁ ଦେଶରେ ରହିଛି ଦେବୀ ଶକ୍ତିପୀଠ, ହିନ୍ଦୁ ସହିତ ମୁସ୍‌ଲିମ ବି କରନ୍ତି ପୂଜା

ଇସ୍‌ଲାମାବାଦ,୨୪ା୧୦: ଚଳିତବର୍ଷ କରୋନା ମହାମାରୀ ପୂଜାପାର୍ବଣ ଉପରେ ପ୍ରଭାବ ପକାଇଛି। ତେଣୁ ପାର୍ବଣ ଫିକା ପଡ଼ିଛି। ମାତ୍ର ଲୋକଙ୍କ ମନରୁ ଭକ୍ତିଭାବ ଦୂରେଇ ନାହିଁ। ଲୋକେ...

ପାକିସ୍ତାନରେ ସୁରକ୍ଷିତ ନୁହେଁ ଚତୁର୍ଥ ସ୍ତମ୍ଭ: ୬ବର୍ଷରେ କାର୍ଯ୍ୟରତ ୩୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା

ଇସଲାମାବାଦ୍‌,୨୪।୧୧: ପାକିସ୍ତାନର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ସୁରକ୍ଷିତ ନୁହେଁ। ଗତ ୬ ବର୍ଷରେ ଏଠାରେ କାର୍ଯ୍ୟରତ ୩୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା...

ଗୁଗଲକୁ ୨୩ ବର୍ଷ…

ଓ୍ବାଶିିଂଟନ,୨୭।୯: ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ ସୋମବାର ୨୩ ବର୍ଷରେ ପାଦ ଦେଇଛି। ଏହି ଅବସରରେ ଗୁଗଲ ପକ୍ଷରୁ ସ୍ବତନ୍ତ୍ର ଡୁଡଲ ପ୍ରସ୍ତୁତ କରାଯାଇଛି। ଗୁଗଲର ଇଂଲିଶ୍‌...

ଉଇଗୁର ମୁସଲମାନ ମହିଳାଙ୍କୁ ସନ୍ତାନ ପ୍ରସବ ନ କରିବାକୁ ବାଧ୍ୟ କରୁଛି ଚାଇନା !

ବେଜିଂ,୨୯।୬: ଚାଇନା ସରକାରଙ୍କ ଆଉ ଏକ ଅମାନବିକତା ଆସିଛି ସାମ୍ନାକୁ। ଏବେ ସେ ମୁସଲମାନ ସମ୍ପ୍ରଦାୟର ଜନସଂଖ୍ୟା ଉପରେ ଅଙ୍କୁଶ ଲଗାଇବାକୁ ଏକ କଠୋର ପଦକ୍ଷେପ...

ୟେମେନ ଜେଲକୁ ସୌଦିର ଟାର୍ଗେଟ: ବୋମାମାଡ଼ରେ ଶତାଧିକ ଯୁଦ୍ଧବନ୍ଦୀ ନିହତ

ସନା,୨ା୯(ଏଏଫ୍‌ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ...

ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି...

କରୋନା ସମୟରେ ବଢିଛି ମୋଦିଙ୍କ ଲୋକପ୍ରିୟତା!

ନୂଆଦିଲ୍ଲୀ,୩୧ ।୧୨: କରୋନା ଭାଇରସ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢିଛି । ଆମେରିକୀୟ ସଂସ୍ଥା ମର୍ଣ୍ଣିଂ କନସଲ୍ଟ ଦ୍ୱାରା କରାଯାଇଥିବା ଏକ...

ଭାରତୀୟ ଚ୍ୟାନେଲ ପ୍ରସାରଣ କରିବାରୁ ଜବତ ହେଲା କରାଚିର କେବଲ୍‌ ନେଟଓ୍ବର୍କ

ଇସଲାମାବାଦ,୧୯।୮: ପାକିସ୍ତାନରେ ଭାରତୀୟ ଚ୍ୟାନେଲକୁ ବ୍ୟାନ କରାଯିବା ପରେ କରାଚିରେ ଥିବା ଗାର୍ଡନ କେବଳ ଟେଲିଭିଜନ ନେଟଓ୍ବର୍କ ଏହାକୁ ଅଣଦେଖା କରିଥିଲା। ସେ ଭାରତୀୟ ଚ୍ୟାନେଲ...

Advertisement


Archives

Model This Week