Posted inଖେଳ

ବ୍ରାଡ୍‌ମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟର ଫାଦର କୁହାଯାଉଥିବା ଡନ୍‌ ବ୍ରାଡମ୍ୟାନଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ କୋହଲି ଅଧିନାୟକ ଭାବେ ସର୍ବାଧିକ ୯ ଥର ୧୫୦ରୁ ଅଧିକ ରନ୍‌ କରିସାରିଛନ୍ତି। ଏହି ଧାରାରେ ବ୍ରାଡମ୍ୟାନ ଅଧିନାୟକ ଥିବାବେଳେ ୮ ଥର ୧୫୦ରୁ ଅଧିକ ରନ୍‌ର ଇନିଂସ ଖେଳିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୨୫୪ ରନ୍‌ର ଇନିଂସ ଅବସରରେ ଏହି ରେକର୍ଡ ଅଧିକାରୀ ହୋଇଛନ୍ତି ୩୦ ବର୍ଷୀୟ କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବର୍ଣ୍ଣ ପଦକରେ ଜୟନ୍ତୀଙ୍କ ହ୍ୟାଟ୍ରିକ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି)- ବେଙ୍ଗାଲୁରୁଠାରେ ଚାଲିଥିବା ୧୯ତମ ଜାତୀୟ ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲରେ ହ୍ୟାଟ୍ରିକ କରିଛନ୍ତି ଓଡ଼ିଶା ସ୍ପ୍ରିଣ୍ଟର ଜୟନ୍ତୀ ବେହେରା।...

ନଟରାଜନଙ୍କୁ ମିଳିପାରେ ଟେଷ୍ଟ ପଦାର୍ପଣ ସୁଯୋଗ

ସିଡ୍‌ନୀ,୩୦ା୧୨- ଚଳିତ ଅଷ୍ଟ୍ରେଲିଆ ସିରିଜ୍‌ରେ ଦିନିକିଆ ଓ ଟି୨୦ ଫର୍ମାଟରେ ପଦାର୍ପଣ କରିଥିବା ତାମିଲନାଡୁର ଉଦୀୟମାନ ପେସର ଟି. ନଟରାଜନଙ୍କୁ ଏବେ ଟେଷ୍ଟ ଫର୍ମାଟରେ ମଧ୍ୟ...

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ।...

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ : ଓଡ଼ିଶା ରେଡ୍‌ ଚାମ୍ପିୟନ

ଭୁବନେଶ୍ୱର, ୨।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କିଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରେଡ୍‌...

ମିମ୍‌ ପାଲଟିଲା କୋହଲିଙ୍କ ଲାଟେଷ୍ଟ ଫଟୋ

ନୂଆଦିଲ୍ଲୀ,୫।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଗୁରୁବାର ଟୁଇଟରରେ ନିଜର ବିନା ପୋଷାକ ଫଟୋ ଶେୟାର କରିଛନ୍ତି। ଏହି ପୋଷ୍ଟର ମଜା ଉଠାଇଛନ୍ତି ଭାରତୀୟ ପ୍ରଶଂସକମାନେ।...

ସର୍ବଭାରତୀୟ ଚେସ୍‌ ମହାସଂଘ ନିର୍ବାଚନ: ଅଜୟ ସଭାପତି, ଭରତ ସମ୍ପାଦକ

ଚେନ୍ନାଇ, ୧୨।୨ (ପି.ଟି.)- ସର୍ବଭାରତୀୟ ଚେସ୍‌ ମହାସଂଘର (ଏଆଇସିଏଫ୍‌) ନୂତନ ସଭାପତି ଭାବେ ଅଜୟ ପଟେଲ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିଭଳି ଭରତ ସିଂ ଚୌହାନ...

ମହିଳା ହକି: ଜାତୀୟ ଶିବିରରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୧୪।୭ (ପି.ଟି.)- ଜାତୀୟ ସିନିୟର ମହିଳା ହକି ଦଳର କୋଚିଂ କ୍ୟାମ୍ପ୍‌ ଲାଗି ଶନିବାର ହକି ଇଣ୍ଡିଆ ପକ୍ଷରୁ ୩୩ ଜଣିଆ କୋର୍‌ ଗ୍ରୁପ୍‌...

ସିରିଜ ଜିତିବା ପରେ ଅଷ୍ଟ୍ରେଲିୟ ସ୍ପିନର୍‌ଙ୍କୁ ଉପହାର ଦେଇ ଉଦାହରଣ ସୃଷ୍ଟି କଲା ଟିମ୍‌ ଇଣ୍ଡିଆ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ତଥା ନିର୍ଣ୍ଣାୟକ ମ୍ୟାଚ୍‌ରେ ଐତିହାସିକ ବିଜୟ ହାସଲ କରିଛି ଭାରତ। ସିରିଜ ଜିତିବା ପରେ ଭାରତୀୟ ଟିମ୍‌ ଅଷ୍ଟ୍ରେଲିୟ ଅଫ୍‌...

Advertisement
Ten Cric Info


Archives

Model This Week