ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା

ସାଉଥାମ୍ପଟନ,୧୫।୬(ପିଟି): ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କାର୍ଲୋସ ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା କରାଯାଇଛି। ଏଠାରେ ଶୁକ୍ରବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ସେ ଅମ୍ପାୟରଙ୍କୁ ଖରାପ ବ୍ୟବହାର କରିଥିଲେ। ଫଳରେ ବ୍ରାଥଓ୍ବେଟ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ନିୟମ ଭଙ୍ଗ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଦଳ ବ୍ୟାଟିଂ କରୁଥିବାବେଳେ ୪୩ତମ ଓଭରରେ ବ୍ରାଥଓ୍ବେଟଙ୍କୁ ଫିଲ୍ଡ ଅମ୍ପାୟର ଆଉଟ୍‌ ଦେଇଥିଲେ, ଯାହାକୁ ଓ୍ବେଷ୍ଟଇଣ୍ଡିଆନ ଅଲରାଉଣ୍ଡ ଗ୍ରହଣ କରିପାରି ନ ଥିଲେ। ସେ ଭୂଲ ସ୍ବୀକାର କରିନେଇଛନ୍ତି। ଫିଲ୍ଡ ଅମ୍ପାୟର ସୁନ୍ଦରମ ରବି, କୁମାର ଧର୍ମସେନା, ୩ୟ ଅମ୍ପାୟର ରଡ୍‌ନୀ ଟକର ଓ ୪ର୍ଥ ଅଫିସିଆଲ ପଲ ଓ୍ବଲସନ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦgିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri