ବ୍ରାହ୍ମଣବିଲ ବାଲୁଙ୍କେଶ୍ୱର ମନ୍ଦିରରୁ ହୁଣ୍ଡି ଚୋରି, ଛେଣ୍ଡିପଦା ଥାନାରେ ମାମଲା

ଛେଣ୍ତିପଦା,୧୦।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ବ୍ରାହ୍ମଣବିଲ ଗାଁର ବରାଳ ବାଲୁଙ୍କେଶ୍ବର ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ହୁଣ୍ଡି ବାକ୍ସ ଚୋରି ହୋଇଯାଇଛି। ଉକ୍ତ ହୁଣ୍ଡିରେ ସୁନା ସହ ୫୦ ହଜାରରୁ ଊଦ୍ଧର୍‌ବ ଟଙ୍କା ଥିବା ଗ୍ରାମବାସୀ କହିଛନ୍ତି। ଘଟଣା ସମ୍ପର୍କରେ ଛେଣ୍ତିପଦା ଥାନାରେ ଗୁରୁବାର ଏକ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ମନ୍ଦିର ପୂଜକ ସବୁଦିନ ପରି ସକାଳେ ମନ୍ଦିରକୁ ପୂଜା କରିବା ପାଇଁ ପହଞ୍ଚିି ମନ୍ଦିରର ହୁଣ୍ଡି ବାକ୍ସ ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୂଜକ ମନ୍ଦିର କମିଟକୁ ଜଣାଇବା ସହିତ ଗ୍ରାମବାସୀଙ୍କୁ କହିଥିଲେ। ଏହା ପରେ ଥାନାରେ ଲିଖିତ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଦାଖକୁ ନେପାଳ, ବାଂଲାଦେଶ କରିବାକୁ ଚାହୁଁଥିଲେ ୱାଙ୍ଗଚୁକ!

ନୂଆଦିଲ୍ଲୀ,୨।୨: ଲଦାଖର ବିଶିଷ୍ଟ ସାମାଜିକ କର୍ମୀ ତଥା ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଅଟକ ରଖିବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସୋମବାର ଏହି…

ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର,୨।୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ ସୋମବାର ଜିଲା ଦୌରାଜଜ୍‌…

୧୬ତମ ଅର୍ଥ କମିଶନ: କର୍ଣ୍ଣାଟକକୁ ବଡ଼ ଫାଇଦା, ଓଡ଼ିଶା ସହିଲା କ୍ଷତି; ଜାଣନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନୂଆଦିଲ୍ଲୀ,୨।୨: ୧୬ତମ ଅର୍ଥ କମିଶନଙ୍କ ନୂତନ ସୂତ୍ର ଅନୁସାରେ କେନ୍ଦ୍ରୀୟ ଟିକସ ପାଣ୍ଠିରୁ ରାଜ୍ୟମାନଙ୍କୁ ଟଙ୍କା ମିଳିବ। ଏହି ନୂଆ ବ୍ୟବସ୍ଥାରେ କର୍ଣ୍ଣାଟକ ସବୁଠାରୁ ଅଧିକ ଲାଭବାନ…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର…

ଲକ୍ଷେ ଯାଏ ଖସିଯିବ ସୁନା! ଏକ୍ସପର୍ଟ କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୨।୨: ବିଶ୍ୱ ଅସ୍ଥିରତା ଯୋଗୁଁ ଗତ ବର୍ଷ ଧରି ସୁନା ଏବଂ ରୂପା ମୂଲ୍ୟରେ ଲଗାତାର ରେକର୍ଡ ଉଚ୍ଚତା ସତ୍ତ୍ୱେ ଗତ ତିନିରୁ ଚାରି ଦିନ ମଧ୍ୟରେ…

ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri