ବ୍ରାହ୍ମଣୀଗାଁରେ ଚାଲିଛି ବାବା ମୁକ୍ତେଶ୍ୱର ମନ୍ଦିର ନିର୍ମାଣ: ସରକାରଙ୍କ ଅନୁଦାନ ପରେ ଶ୍ରମଦାନ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବ୍ରାହ୍ମଣୀଗାଁରେ ବାବା ମୁକ୍ତେଶ୍ୱର ମନ୍ଦିରର ନିର୍ମାଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସ୍ବତନ୍ତ୍ର ପାଣ୍ଠିରୁ ପ୍ରାୟ ୭ ଲକ୍ଷ ଟଙ୍କା ଯୋଗାଇ ଦେଇଥିବା ବେଳେ ବ୍ରାହ୍ମଣୀଗାଁବାସୀ କାହା ଉପରେ ନିର୍ଭର ନ କରି ଅନୁଦାନ ଖର୍ଚ୍ଚ କରିବା ସହ ନିଜେ ଶ୍ରମଦାନ କରୁଛନ୍ତି। ଉକ୍ତ ମନ୍ଦିର ନିର୍ମାଣରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇସାରିଥିବା ବେଳେ ଗ୍ରାମବାସୀ ଶ୍ରମଦାନ କରିବା ସହ ଅର୍ଥ ଦେଇ ଏକ ବଡ଼ ମନ୍ଦିର ନିର୍ମାଣ ଲାଗି ଅଣ୍ଟା ଭିଡ଼ିଛନ୍ତି । ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ସୁବିଧା ପାଇଁ କମିଟି ଯୋଜନା ରଖିଛି। ପ୍ରତି ପରିବାରର ସମସ୍ତ ସଦସ୍ୟ ନିଜ ସୁବିଧା ଦେଖି ମନ୍ଦିର ନିର୍ମାଣ କାର୍ଯ୍ୟରେ ସାହାଯ୍ୟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri