ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ ବାଲିଆପାଳ ଯାଉଥିବା ବେଳେ ଉତ୍ତେରେଶ୍ୱର ବସ୍‌ ଷ୍ଟୋପେଜ୍‌ରେ ଛିଡା ହୋଇଥିଲା। ସେହି ସମୟରେ ଏକ ଟ୍ରକ ପଛପଟୁ ଆସି ବସ୍‌କୁ ଧକ୍କା ଦେଇଥିଲା। ଫଳରେ ଭାରସାମ୍ୟ ହରାଇ ନିକଟରେ ଥିବା ଏକ ବ୍ରିଜ ଉପରେ ବସ୍‌ଟି ବ୍ରିଜ ଉପରେ ଝୁଲିହୋଇ ରହିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍‌ରୁ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ...

ସାପ କାମୁଡାରେ ୩ ମୃତ

ଔପଦା/ଖଇରା/କୁଳିଅଣା, ୨୫ା୯(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସାପ କାମୁଡାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାଲେଶ୍ୱର ଜିଲା ଔପଦା ଥାନା...

ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ...

ବିଭୀଷିକା

ଲହୁ ଓ ଲୁହରେ ଭିଜିଛି ବାହାନଗା ମାଟି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଏଠାରେ ଘଟିଥିବା ୩ ଟ୍ରେନ ଦୁର୍ଘଟଣା ୨୮ବର୍ଷର ରେକର୍ଡ ଭାଙ୍ଗିଛି। ଉଦ୍ଧାର...

ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’

ପଟ୍ଟାମୁଣ୍ଡାଇ,୩ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗାଁ ରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ...

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ...

ଚାପରେ ରାଜକୋଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କୋଭିଡ୍‌-୧୯ ଯୋଗୁ ରାଜ୍ୟ ରାଜକୋଷ ଉପରେ ଆର୍ଥିକ ଚାପ ବଢ଼ିଚାଲିଛି। ଗତ କିଛିବର୍ଷ ହେବ ରାଜ୍ୟ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ଏହି ସମସ୍ୟାକୁ...

ସଚେତନ ବାର୍ତ୍ତା ନେଇ କେନ୍ଦୁଝରରୁ ପୁରୀ ସାଇକେଲ ଯାତ୍ରା

କେନ୍ଦୁଝର,୩୦।୬(ସ୍ବ.ପ୍ର.): ସଚେତନତା ଯାତ୍ରାରେ ସଦର ବ୍ଲକ କାଉଁରୀକଳା ପଞ୍ଚାୟତ ଅନ୍ତର୍ଗତ ବଉଳମାଳ ଗ୍ରାମର ଜଣେ ଯୁବକ ସାଇକେଲରେ ପୁରୀ ବାହାରିଛନ୍ତି। ସେ ହେଲେ ତୁଳସୀ ମହାନ୍ତଙ୍କ...

Advertisement
Archives

Model This Week