ବ୍ରିଟେନରେ ୬ ମାସ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ୍‌ ଅବଧି

ଲଣ୍ଡନ,୩୦।୩: ବ୍ରିଟେନରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। ଏଠାରେ ଗୋଟିଏ ଦିନରେ ଶହ ଶହ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେବେ ଗୋଟିଏ ଦିନରେ ଶହ ଶହ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ରବିବାର ଏଠାରେ ୨୪୩୩ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୧୯୫୨୨ରେ ପହଞ୍ଚିଛି। ଆଉ ୨୪ ଘଣ୍ଟାରେ ୨୦୯ ଜଣଙ୍କ ମୃତ୍ୟୁ ହେବା ଫଳରେ ମୃତ୍ୟୁ ସଂଖ୍ୟା ୧୨୨୮ ହୋଇଥିବା ସୂଚନା ମିଳିଛି। ଏହାକୁ ଦେଖିବା ପରେ ବ୍ରିଟେନ ସରକାରରେ ମନ୍ତ୍ରୀଥିବା ମାଇକେଲ ଗୋଭ ଏକ ସାକ୍ଷାତ୍‌କାରରେ କହିଛନ୍ତି ଯଦି ଲୋକେ ସୋସିଆଲ ଡିଷ୍ଟାନସିଂ ନ ମାନନ୍ତି ତେବେ ଲକ୍‌ଡାଉନ୍‌କୁ ଆହୁରି ୬ ମାସ ବୃଦ୍ଧି କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ନେପାଳରେ ଆସ୍ଥା ଭୋଟ୍‌

କାଠମାଣ୍ଡୁ,୨୦ା୩: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ପରେ ଦିନ ୧ଟାରୁ ମତଦାନ ଆରମ୍ଭ ହେବ। ୨୭୫ ସଦସ୍ୟ ବିଶିଷ୍ଟ ଲୋକ ସଭାରେ ଆସ୍ଥା ଭୋଟ୍‌...

ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ବଢୁଛି

କାବୁଲ,୨୨ା୬: ଆଫଗାନିସ୍ତାନରେ ଭୟଙ୍କର ଭୂକମ୍ପ ହୋଇଛି। ଫଳରେ ୧୦୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା...

କରୋନାର ‘ତୃତୀୟ ଲହର’କୁ ନେଇ ମନ୍ଥନ: ମୋଦିଙ୍କ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୯ ।୭: ସାରା ଦେଶରେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଅମ୍ଳଜାନର ଯୋଗାଣ ଓ ଉପଲବ୍ଧତା ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ଉଚ୍ଚ...

ଏହା ଯୁଦ୍ଧର ଯୁଗ ନୁହେଁ

ସମରକନ୍ଦ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଲ୍କ ରୋଡ୍‌ ସିଟି ସମରକନ୍ଦରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଆଲୋଚନା କରିଛନ୍ତି। ମୋଦି ପୁଟିନ୍‌ଙ୍କୁ କହିଛନ୍ତି, ବର୍ତ୍ତମାନ...

ଏଲ୍‌ଏସିରେ ଉତ୍ତେଜନା: ନୂଆ ଜେନେରାଲଙ୍କୁ ନିଯୁକ୍ତି ଦେଲେ ଚାଇନା ରାଷ୍ଟ୍ରପତି

ବେଜିଂ,୨୦।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଓ୍ବେଷ୍ଟର୍ନ ଥିଏଟର କମାଣ୍ଡ ପାଇଁ...

ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍‌

ଇସ୍‌ଲମାବାଦ,୧୪ା୮ (ଆଇଏଏନ୍‌ଏସ୍‌): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ...

ପାକିସ୍ତାନରେ କ୍ଷୀର ଲିଟର ୧୪୦ ଟଙ୍କା

ଇସାଲାମାବାଦ୍‌,୧୧।୯: ପାକିସ୍ତାନରେ ଏବେ ଆର୍ଥିକ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ମୂଲ୍ୟ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଫଳ, ପରିବା,...

କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ...

Advertisement
Archives

Model This Week