ବ୍ରିଟେନର ସ୍ବରାଷ୍ଟ ମନ୍ତ୍ରୀ ହେଲେ ଭାରତୀୟ ମୂଳର ପ୍ରୀତି ପଟେଲ

ଲଣ୍ଡନ, ୨୫।୭: ବ୍ରିଟେନର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଭାରତୀୟ ମୂଳର ପ୍ରୀତି ପଟେଲ। ବୁଧବାର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ପ୍ରୀତି କଞ୍ଜରଭେଟିଭ୍‌ ଦଳର ନେତୃତ୍ୱ ନେଇ ‘ବ୍ୟାକ୍‌ ବୋରିଶ୍‌’ ଅଭିଯାନର ପ୍ରମୁଖ ଥିଲେ। ବୋରିସ୍‌ଙ୍କୁ ଜିତାଇବାରେ ପ୍ରୀତିଙ୍କ ବଡ ହାତ ଥିଲା। ତେଣୁ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ତାଙ୍କୁ ଦିଆଯାଇଛି ବୋଲି ଜଣାପଡିଛି। ପ୍ରୀଡି ମୋଦିଙ୍କ ଜଣେ ବଡ ପ୍ରଶଂସକ ଭାବେ ଜଣାଶୁଣା। ମୋଦି ଯେବେ ବି ବ୍ରିଟେନ ଗସ୍ତରେ ଯା’ନ୍ତି ସେବେ ପ୍ରୀତି ତାଙ୍କୁ ସାକ୍ଷାତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ ପଙ୍ଗା ନେଉଥିଲା ବାଂଲାଦେଶ, ହେଲେ ଟ୍ରମ୍ପଙ୍କ ଗୋଟିଏ ନିଷ୍ପତ୍ତିରେ ଛାନିଆ ହୋଇଗଲେ ୟୁନୁସ୍‌

ଓ୍ବାଶିଂଟନ୍‌,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆମଦାନୀ ଶୁଳ୍କ ନିଷ୍ପତ୍ତି ବିଶ୍ୱ ବାଣିଜ୍ୟରେ ହଇଚଇ ସୃଷ୍ଟି କରିଛି। ବିଶେଷକରି ବାଂଲାଦେଶର ଗାର୍ମେଣ୍ଟ ଇଣ୍ଡଷ୍ଟ୍ରି ଏହି ନିଷ୍ପତ୍ତି...

ଟ୍ରମ୍ପଙ୍କ ଆଉ ଏକ ବଡ଼ ନିଷ୍ପତ୍ତି, ଚିନ୍ତାରେ ପଡ଼ିଲାଣି ଭାରତ

ଓ୍ବାଶିଂଟନ,୨୨ା୧: ଡୋନାଲ୍ଡ ଟ୍ରମ୍ପ ଜାନୁଆରୀ ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ନେବାର କିଛି ସମୟ ପରେ, ସେ...

ଭୟରେ ଟ୍ରମ୍ପ! ଚାଇନାର ଉଡିଲା ହୋସ୍‌, ମୋଦି ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୨।୧: ଦାୟିତ୍ୱ ନେବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବ୍ରିକ୍ସ (ବ୍ରାଜିଲ, ଋଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା) ଦେଶଗୁଡ଼ିକ ଉପରେ ୧୦୦ପ୍ରତିଶତ...

ପଦ ସମ୍ଭାଳିବା ପରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଦୌଡି ଦୌଡି କୋର୍ଟରେ ପହଞ୍ଚିଲେ ୨୦ ରାଜ୍ୟ

ଓ୍ବାଶିଂଟନ୍‌,୨୨।୧: ଡୋନାଲ୍ଡ ଟ୍ରମ୍ପ ଆମେରିକାର ନୂତନ ରାଷ୍ଟ୍ରପତି ଭାବରେ ଶପଥ ନେବା ପରଠାରୁ ଆକ୍ସନ ମୋଡରେ ଅଛନ୍ତି। ପଦ ଗ୍ରହଣ କରିବା ମାତ୍ରେ ଟ୍ରମ୍ପ ଏପରି...

ପୁଟିନଙ୍କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ: ୟୁକ୍ରେନ ସହ ଯୁଦ୍ଧ ବନ୍ଦ ନ କଲେ ଭୋଗିବ ପରିଣାମ

ବର୍ଲିନ/ଓ୍ବାଶିଂଟନ,୨୨।୧: -ଆମେରିକା ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଡୋନାଲ୍ଡ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁତିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ୟୁକ୍ରେନ ଯୁଦ୍ଧ ବନ୍ଦ...

ଭାରତକୁ ପୁଣି ଧମକ ଦେଲେ ୟୁନୁସ୍‌, ଏଭଳି ନ କଲେ ଭୋଗିବ ପରିଣାମ…

ଢାକା,୨୨।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମଙ୍ଗଳବାର କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରଖିବ ଏବଂ ଆବଶ୍ୟକ...

ଏବେ ଆମେରିକୀୟ ନାଗରିକ ହେବା ସହଜ ନୁହେଁ, ଜାଣନ୍ତୁ ଟ୍ରମ୍ପ ପରିବର୍ତ୍ତନ କରିଥିବା ଜନ୍ମଗତ ନାଗରିକତା ଆଇନ କ’ଣ? ପ୍ରଭାବିତ ହେବେ…

ଓ୍ବାଶିଂଟନ,୨୧।୧: ନାଗରିକତା ପ୍ରଦାନ ପାଇଁ ପ୍ରତ୍ୟେକ ଦେଶର ନିଜସ୍ବ ଆଇନ ରହିଛି। ବାହାରୁ ଆସୁଥିବା ବ୍ୟକ୍ତି କେବେ ଏବଂ କିପରି ନାଗରିକତା ପାଇବେ ତାହା ସେହି...

ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୬୬ଜଣ ଜୀବନ୍ତ ଦଗ୍ଧ

ଅଙ୍କରା,୨୧।୧: ତୁର୍କୀର ଏକ ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଅତି କମରେ ୬୬ ଜଣ ପୋଡ଼ିହୋଇ ମୃତ୍ୟୁବରଣ କରିଛନ୍ତି। ଏଥିସହ ୫୧ଜଣ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri