ବ୍ରିଟେନ୍‌ରେ ସାଧାରଣ ନିର୍ବାଚନ ୧୨ ଡିସେମ୍ବରରେ: ବୋରିସ୍‌ଙ୍କ ପ୍ରସ୍ତାବ ପାରିତ

ଲଣ୍ଡନ,୩୦।୧୦: ବ୍ରିଟେନ୍‌ରେ ସାଧାରଣ ନିର୍ବାଚନ ସମୟ ପୂର୍ବରୁ ୧୨ ଡିସେମ୍ବରରେ ହେବ। ଏନେଇ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଦ୍ୱାରା ଆଗତ ହୋଇଥିବା ପ୍ରସ୍ତାବ ହାଉସ୍‌ ଅଫ୍‌ କମନ୍ସ୍‌ରେ ପାରିତ ହୋଇଛି। ପ୍ରସ୍ତାବ ସପକ୍ଷରେ ୪୧୮ ଭୋଟ ପଡ଼ିଥିବାବେଳେ ଏହାର ବିରୋଧରେ ୨୦ ଜଣ ସଦସ୍ୟ ଭୋଟ ଦେଇଥିଲେ। ବିରୋଧୀ ଲେବର ପାର୍ଟି ସଦସ୍ୟ ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଲାଇ ଲାମା ବାଛିବାର ଅଧିକାର ଚାଇନାର ନାହିଁ

ତାଓ୍ବାଙ୍ଗ(ଅରୁଞ୍ଚଳ ପ୍ରଦେଶ),୨୫।୧୦: ପରବର୍ତ୍ତୀ ଦଲାଇ ଲାମାଙ୍କ ଚୟନ ପ୍ରକ୍ରିୟାରେ ଚାଇନା ମୁଣ୍ଡ ଖେଳାଇବାକୁ କେହି ନୁହେଁ। ଚାଇନିଜ ସରକାର ବୌଦ୍ଧ ଧର୍ମରେ ବିଶ୍ୱାସ କରନ୍ତି ନାହିଁ।...

ନ୍ୟୁୟର୍କରେ କରୋନାର ମୃତ୍ୟୁତାଣ୍ଡବ: ୧୧ ଭାରତୀୟ ମୃତ; ୧୬ ପଜିଟିଭ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ...

‘ପୋପ୍‌ ଲାଇକ୍‌ କଲେ, ସ୍ବର୍ଗକୁ ଯିବି’

ଭାଟିକାନ୍‌ ସିଟି,୨୩ା୧୧:ରୋମାନ୍‌ କ୍ୟାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରୁ ଏକ ଉତ୍ତେଜକ ଫଟୋକୁ ଲାଇକ୍‌ କରାଯିବା ପରେ ବିବାଦ ମୁଣ୍ଡ...

ପଦ୍ମଫୁଲ ଚୋରାଇବାରୁ ବନ୍ଦ କରିଦିଆଗଲା ଚାଇନାର ଇକୋ ପାର୍କ

ବେଜିଂ,୪।୭: ଚାଇନାର ସିଂଚୁଆନ ଅଞ୍ଚଳରେ ତିଆରି ହୋଇଥିବା ଇକୋ ପାର୍କ ଏଠାରେ ଫୁଟୁଥିବା ପଦ୍ମଫୁଲ ପାଇଁ ବେଶ୍‌ ପ୍ରସିଦ୍ଧ। ଦିନକୁ ଅତିକମ୍‌ରେ ୨ଶହରୁ ୩ଶହ ପର୍ଯ୍ୟଟକ...

କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)...

ପାମେଲାଙ୍କ ୫ମ ବିବାହ

ନୂଆଦିଲ୍ଲୀ,୨୯।୧: କାନାଡା-ଆମେରିକୀୟ ଅଭିନେତ୍ରୀ ତଥା ବଓ୍ବୋଚ୍‌ ଷ୍ଟାର ପାମେଲା ଆଣ୍ଡେରସନ ୫୩ ବର୍ଷ ବୟସରେ ପୁଣି ବିବାହ କରିଛନ୍ତି। ଏହା ତାଙ୍କର ୫ମ ବିବାହ। ଏଥର...

ମିସ୍‌ ଥାଇଲାଣ୍ଡ ପାଇଁ ଚାଲିଥିଲା ଫଟୋସୁଟ୍‌: ଅଚାନକ ପାଣିରେ ଖସିପଡିଲେ ମଡେଲ

ବ୍ୟାକଂକ,୧୦।୧୨: ନିକଟରେ ଥାଇଲାଣ୍ଡରେ ମିସ୍‌ ଥାଇଲାଣ୍ଡ ପ୍ରତିଯୋଗିତାରେ ଅନେକ ମଡେଲଙ୍କ ଏକ ଫଟୋସୁଟ୍‌ ଚାଲିଥିଲା। ହେଲେ ସେହି ସମୟରେ ହଠାତ୍‌ ଏକ ଦୁର୍ଘଟଣା ଘଟିଥିଲା। ଯାହା...

କିଟ୍‌କାଟ ପ୍ୟାକ୍‌ରୁ ହଟିଲା ଜଗନ୍ନାଥଙ୍କ ଫଟୋ

ନୂଆଦିଲ୍ଲୀ,୨୦।୧: ଲୋକପ୍ରିୟ ଚୋକେଲେଟ୍‌ ବ୍ରାଣ୍ଡ କିଟ୍‌କାଟ ପ୍ୟାକର ର଼୍ୟାପରରୁ ଭଗବାନ ଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଫଟୋ ହଟାଇ ଦିଆଯାଇଛି। ଏ ନେଇ ନେସଲେ...

Advertisement


Archives

Model This Week