Posted inଜାତୀୟ

ବ୍ରିଟେନ୍‌, ଇୟୁ, ତୁର୍କୀ ଯାତ୍ରୀଙ୍କୁ ଭାରତ ମନା

ନୂଆଦିଲ୍ଲୀ,୧୭।୩:କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାର ବିଦେଶୀ ଯାତ୍ରୀଙ୍କ ଆଗମନ ଉପରେ ସୋମବାର ଅଧିକ କଟକଣା ଲଗାଇଛନ୍ତି। ମାର୍ଚ୍ଚ ୧୮ରୁ ୩୧ ପର୍ଯ୍ୟନ୍ତ ୟୁରୋପୀୟ ସଂଘ (ଇୟୁ), ବ୍ରିଟେନ୍‌ ଏବଂ ତୁର୍କୀର ଯାତ୍ରୀଙ୍କ ଭାରତ ଆଗମନ ଉପରେ ନିଷିଦ୍ଧାଦେଶ ଜାରି କରାଯାଇଛି। ୟୁଏଇ, କାତାର, ଓମାନ, କୁଏଟ୍‌ରୁ କିମ୍ବା ଏହି ଦେଶ ଦେଇ ଆସିଥିବା ଯାତ୍ରୀଙ୍କୁ ୧୪ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନରେ ରହିବାକୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ...

ଜମ୍ମୁ-କଶ୍ମୀରର ୬୦ ଯୁବକ ନିଖୋଜ, ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିବା ସନ୍ଦେହ !…

ନୂଆଦିଲ୍ଲୀ,୩୧।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ କ୍ଷମତା ଦଖଲ କରିବା ପରେ ଏହାର ପ୍ରଭାବ ଜମ୍ମୁ-କଶ୍ମୀରରେ ଅନୁଭୁତ ହେବାରେ ଲାଗଛି ବୋଲି ଖବର ପ୍ରକାଶ ପାଇଛି।...

ମୃତଦେହରୁ ସଂକ୍ରମଣ ହେବନାହିଁ କରୋନା ଭାଇରସ

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ସଂକ୍ରମଣର ଭୟ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭୀତ କରି ରଖିଛି। ଭାରତରେ ୮୫ ଜଣ କରୋନା ସଂକ୍ରମଣଙ୍କୁ ଚିହ୍ନଟ...

ଶ୍ରଦ୍ଧାଙ୍କୁ ତାଙ୍କ ପ୍ରେମିକ ୩୫ ଖଣ୍ଡ କରିଥିଲେ, ମୁଁ ତୁମକୁ ୭୦ ଖଣ୍ଡ କରିଦେବି

ମୁମ୍ବାଇ,୫ା୧୨: ଦିଲ୍ଲୀରେ ଶ୍ରଦ୍ଧା ଓ୍ବାକରଙ୍କୁ ତାଙ୍କ ପ୍ରେମିକ ୩୫ ଖଣ୍ଡ କରି କାଟି ଫିଙ୍ଗିଦେବା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ମହାରାଷ୍ଟରେ...

ଭାରତ ଗସ୍ତ ବାତିଲ କଲେ ବାଂଲାଦେଶର ଦୁଇ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର...

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀ ରେସ୍‌ରେ ଏହି ୨ନେତା

ଜୟପୁର,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ନେଇ ଏବେ ରାଜନୀତି ସରଗରମ ହୋଇଛି। କଂଗ୍ରେସ ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହି ଥିବା ବେଳେ...

ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ

ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି...

Advertisement
Archives

Model This Week