ବ୍ରିଟେନ୍‌ ମହାରାଣୀ ପିନ୍ଧି ସାରିଛନ୍ତି ୫ହଜାର ପ୍ରକାରର ଟୋପି

ବ୍ରିଟେନ୍‌ରେ ଲୋକେ ହ୍ୟାଟ୍‌ ବା ଟୋପି ପିନ୍ଧିବାକୁ ବେଶି ପସନ୍ଦ କରିଥାଆନ୍ତି। ବିବାହ ହେଉ ଅବା ଅନ୍ୟ କୌଣସି ଉତ୍ସବ ଅଧିକାଂଶ ଲୋକେ ଟୋପି ପିନ୍ଧିବାକୁ ପସନ୍ଦ କରିଥାଆନ୍ତି। ତେବେ ବ୍ରିଟେନ୍‌ର ରାଣୀ ଏଲିଜାବେଥ୍‌ଙ୍କ ଟୋପିର ରଙ୍ଗ ଓ ଡିଜାଇନ୍‌ ସବୁଠାରୁ ଅଲଗା।

ଆଖି ଲାଖିଯିବା ଭଳି ଡିଜାଇନର ଟୋପି ପିନ୍ଧନ୍ତି ମହାରାଣୀ। ବିଗତ ୫୦ ବର୍ଷ ମଧ୍ୟରେ ରାଣୀ ଏଲିଜାବେଥ୍‌ ପାଖାପାଖି ୫ ହଜାରରୁ ଅଧିକ ଟୋପି ପିନ୍ଧିଥିବା ଜଣାପଡିଛି। ତାହାପୁଣି ସବୁ ଅଲଗା ଅଲଗା ରଙ୍ଗ ଓ ଅଲଗା ଅଲଗା ଡିଜାଇନ୍‌ର। ଏଥିପାଇଁ ଜଣେ ସ୍ବତନ୍ତ୍ର ଡିଜାଇନର୍‌ଙ୍କୁ ନିଯୁକ୍ତି ଦିଆଯାଇଛି।

ଏମିତିକି ପ୍ରିନ୍ସ ହ୍ୟାରିଙ୍କ ବିବାହ ଉତ୍ସବରେ ମଧ୍ୟ ମହାରାଣୀ ସବୁଠାରୁ ଭିନ୍ନ ଧରଣର ଟୋପି ପିନ୍ଧିଥିବା ଦେଖିବାକୁ ମିଳିଥିଲା। ତେବେ ବ୍ରିଟେନ ରାଜ ପରିବାରରେ ଟୋପି ଏକ ବିଶେଷ ସ୍ଥାନ ଅଧିକାର କରିଥିବା ବେଳେ ଏଥିରେ ମହିଳାମାନଙ୍କର ଅଧିକ ରୁଚି ଥିବା ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri