ବ୍ରିଟେନ ଆକାଶରେ ରହସ୍ୟମୟ ଧୂଆଁ

ଲଣ୍ଡନ,୧୮ା୪: ବ୍ରିଟେନ ଆକାଶରେ ଗୁରୁବାର ରାତି ୮ଟାରେ ଏକ ରହସ୍ୟଜନକ ବସ୍ତୁ ଜଳି ଜଳି ଯାଉଥିବାବେଳେ ତା’ ପଛପଟରୁ ଧୂଆ ବାହାରୁଥିବା ଦେଖିବାକୁ ମିଳିଥିଲା। ତାହା ୨୦ ମିନିଟ ଜଳିବା ସହ ଆକାଶରେ ଧୂମ ବଳୟ ସୃଷ୍ଟି କରିଥିଲା। କେମ୍ବ୍ରିଜ୍‌ଶାୟରର ଜଣେ ବ୍ୟକ୍ତି କହିଛନ୍ତି, ବିମାନ ଛାଡ଼ୁଥିବା ଧୂଆଁ ଭଳି ଏହା ଦେଖାଯାଉଥିଲା। ଏହା ଦ୍ରୁତ ଭାବେ ଗତି କରୁ ନ ଥିଲା। ତେବେ ଏହା ଏକ ଉଲ୍‌କା ପିଣ୍ଡ ନୁହେଁ। ଏହି ରହସ୍ୟମୟ ବସ୍ତୁ ୧୦ରୁ ୨୦ ମିନିଟ ଧରି ଜଳିସାରିବା ପରେ ତଳକୁ ଖସିଥିଲା। କିନ୍ତୁ ପରେ ତା’ର ଭଗ୍ନାବଶେଷ ମଧ୍ୟ ଦେଖିବାକୁ ମିଳିନାହିଁ ବୋଲି ସମ୍ପୃକ୍ତ ବ୍ୟକ୍ତି ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ବ୍ରିଟେନ୍‌ ଉପରେ ବର୍ଷିଲେ ଜେଲେନସ୍କି, ୧୩ ଦିନ ଧରି ପାଶ୍ଚାତ୍ୟ ଦେଶ ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଙ୍ଗଳବାର ଆମେରିକା, ବ୍ରିଟେନ୍‌ ସମେତ ସମସ୍ତ ପାଶ୍ଚାତ୍ୟ ଦେଶଙ୍କ ଉପରେ ବର୍ଷିଛନ୍ତି। ଗତ ୧୩ ଦିନ ଧରି...

୩ ହଜାର ବର୍ଷ ପୁରୁଣା ସହର

ଇଜିପ୍ଟରେ ‘ଲଷ୍ଟ ଗୋଲ୍ଡେନ୍‌ ସିଟି’ ନାମକ ୩,୦୦୦ ବର୍ଷ ପୁରୁଣା ଏକ ସହର ଠାବ ହୋଇଛି। ପ୍ରତ୍ନତତ୍ତ୍ୱବିତ୍‌ମାନେ ଦାକ୍ଷିଣାତ୍ୟ ସହର ଲକ୍ସରରେ ଖନନ ବେଳେ ଏହାକୁ...

ଚର୍ଚ୍ଚାରେ ଆଫ୍ରିକାର ‘ରବର ମ୍ୟାନ୍‌’

ଲିବ୍ରେଭିଲେ, ୧୫।୧: ଦେଶ ବିଦେଶରେ ଥିବା ଅନେକ ଲୁକ୍କାୟିତ ପ୍ରତିଭା ସୋସିଆଲ ମିଡିଆ ଜରିଆରେ ଲୋକଲୋଚନକୁ ଆସୁୁଛି। ଏହାଦ୍ୱାରା ପ୍ରତିଭାଶାଳୀ ଲୋକେ ଜନପ୍ରିୟତା ହାସଲ କରିବା...

ରୁଷିଆ ନାଗରିକଙ୍କୁ ଆମେରିକାରେ ପ୍ରବେଶ ମନା…

ଓ୍ବାଶିଂଟନ, ୧୯।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ନେଇ ଆମେରିକା ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆମେରିକାରେ ପ୍ରବେଶ ପାଇଁ ରୁଷିଆ ନାଗରିକଙ୍କୁ...

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...

୬ ମାସର ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୧୩।୪: ପୂର୍ବରୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟା ଭୋଗୁଥିବା ୬ମାସର ଶିଶୁ ଏବେ କରୋନାରେ ସଂକ୍ରମିତ। କରୋନାରେ ସଂକ୍ରମିତ ହେବା ପରେ ଉକ୍ତ ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି...

ଥରିଲା ଗ୍ରୀସ୍‌

ଆଥେନ୍ସ,୨୯ା୧୨: ଗ୍ରୀସ୍‌ର ଦକ୍ଷିଣ ଦ୍ୱୀପ କ୍ରିଟ୍‌ରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୭ ଥିଲା। ରିପୋର୍ଟ ଅନୁଯାୟୀ, ଭୂକମ୍ପ ଯୋଗୁ...

ସୁଏଜ୍‌ କେନାଲରେ ଜାହାଜ ଅଚଳ

କାଇରୋ,୨।୨ : ତରଳୀକୃତ ପ୍ରାକୃତିକ ବାଷ୍ପ (ଏଲ୍‌ଏନ୍‌ଜି) ପରିବହନ କରୁଥିବା ଏକ ଜାହାଜ ବୁଧବାର ସୁଏଜ୍‌ କେନାଲରେ ଅଚଳ ହୋଇଯାଇଛି। ତେବେ ଏଥିପାଇଁ ବିଶ୍ୱର ଦ୍ୱାର...

Advertisement
Archives

Model This Week