ବ୍ରିଟେନ ସୋସିଆଲ୍‌ ମିଡ଼ିଆରେ ଗୁଜବ: ୫-ଜି ମୋବାଇଲ୍‌ ଜ୍ଞାନକୌଶଳ ଯୋଗୁ ବ୍ୟାପୁଛି କରୋନା !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଯୋଗୁ ବ୍ରିଟେନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାକାର ସୋସିଆଲ୍‌ ମିଡ଼ିଆରେ ୫-ଜି ମୋବାଇଲ୍‌ ଜ୍ଞାନକୌଶଳ ଯୋଗୁ କରୋନା ବ୍ୟାପୁଥିବା ନେଇ ବହୁ ଭ୍ରମାତ୍ମକ ପୋଷ୍ଟ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କେତେକ ଲୋକ କିଛି ୫-ଜି ଟାଓ୍ବାରରେ ନିଆଁ ଲଗାଇଦେଇଥିବା କୁହାଯାଉଛି। ମୋବାଇଲ୍‌ ଟାଓ୍ବାରରେ ନିଆଁ ଲଗାଯିବାରୁ ଯୋଗାଯୋଗ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଏଭଳି ଗୁଜବକୁ ବିଶ୍ୱାସ ନ କରିବା ଲାଗି କ୍ୟାବିନେଟ୍‌ ମନ୍ତ୍ରୀ ମାଇକେଲ ଗୋବ୍‌ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଯୋଗାଯୋଗ ବ୍ୟବସ୍ଥାରେ ୫-ଜିର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଭ୍ରମାତ୍ମକ ପୋଷ୍ଟ ଦ୍ୱାରା ସ୍ବାସ୍ଥ୍ୟ ସେବା ଉପରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ଥିବା ସେ ପ୍ରକାଶ କରିଛନ୍ତି। ଏପରିସ୍ଥଳେ ଗୁଗଲ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ ଉପରେ ଯୋଜନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri