Posted inଜାତୀୟ

ବ୍ରିଫ୍‌କେସ୍‌ ବଦଳରେ ବହିଖାତା

ନୂଆଦିଲ୍ଲୀ,୬ା୭(ପି.ଟି.): ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପରମ୍ପରା ଭଙ୍ଗକରି ବ୍ରିଫ୍‌କେସ୍‌ ବଦଳରେ ଗୃହକୁ ଏକ ଲାଲ୍‌ ରଙ୍ଗର ସିଲ୍କ ବ୍ୟାଗ୍‌ରେ ବଜେଟ ଦସ୍ତାବିଜ୍‌ ଆଣି ଆସିଥିଲେ। ଏହା ବହିଖାତା ପରମ୍ପରାକୁ ମନେପକାଇଦେଇଥିଲା। ଅତୀତରେ ସମସ୍ତ ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ ପାଇଁ ବ୍ରିଫ୍‌କେସ୍‌ ଧରି ଆସୁଥିଲେ। ଏହା ଉପନିବେଶୀୟ ପରମ୍ପରା ବୋଲି କୁହାଯାଉଥିଲା। ସୀତାରାମନ୍‌ ଆଣିଥିବା ଲାଲ୍‌ ବ୍ୟାଗ୍‌ରେ ଜାତୀୟ ସଙ୍କେତ ରହିଥିଲା।
ପୂର୍ବରୁ ଉପନିବେଶୀୟ ପରମ୍ପରାକ୍ରମେ ସନ୍ଧ୍ୟା ୫ଟାରେ ବଜେଟ ଉପସ୍ଥାପନ କରାଯାଇଆସୁଥିଲା। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ତତ୍କଳୀନ ଅର୍ଥମନ୍ତ୍ରୀ ଯଶଓ୍ବନ୍ତ ସିହ୍ନା ଏହି ପରମ୍ପରା ଭଙ୍ଗ କରି ପୂର୍ବାହ୍ନ ୧୧ଟାରେ ବଜେଟ ଉପସ୍ଥାପନ କରିଥିଲେ। ସେବେଠାରୁ ପୂର୍ବାହ୍ନରେ ବଜେଟ ଉପସ୍ଥାପନ ହୋଇଆସୁଛି। ଭାରତର ବ୍ୟବସାୟୀମାନେ ପାରମ୍ପରିକ ଭାବେ ହିସାବ ରଖୁଥିବା କାଗଜପତ୍ରକୁ ବହିଖାତା କହୁଥିଲେ। ସରକାର ବଜେଟରେ ଭାରତୀୟ ପରମ୍ପରାକୁ ଅନୁସରଣ କରିଥିବା ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri