ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା

ବନ୍ତ,୧୮।୧(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଶେଉଳଗଡ଼ିଆ କୃଷି ଫାର୍ମଠାରେ କୃଷି ବିଭାଗ ପକ୍ଷରୁ ଶନିବାର ଏକ ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲା କୃଷି ଅଧିକାରୀ ପ୍ରସାଦ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ଡା. ଅରବିନ୍ଦ ଦାଶ, ଜିଲା ପରିଷଦ ସଭ୍ୟ ପ୍ରଶାନ୍ତ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାବ ପରୀକ୍ଷା ଲାଗି ଦାବି କଲେ ଗ୍ରାମବାସୀ

ଖଇରା, ୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରର ଜଣେ ଅନ୍ତେବାସୀ କରୋନାରେ ସଂକ୍ରମିତ ହେବା ପରେ ବାକି...

ରଶି ଲଗାଇ ଝୁଲି ପଡ଼ିଲେ ନବବଧୂ, ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ଖଇରା,୧୨ା୬(ଡି.ଏନ୍‌.ଏ.): ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ସ୍ତ୍ରୀ ଜୀବନ ହାରିଥିବା ବେଳେ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରି ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।...

ପାଣିରେ ପଡି ଦନ୍ତା ହାତୀ ମୃତ

ନିରାକାରପୁର,୨୨।୧୧(ଡି.ଏନ.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ବାଘେପୁଟ ମୌଜା ଖଦେଇ ଗହୀର ମଲାଗୁଣୀ ନଦୀ ପଠା ଉପରେ ପାଣିରେ ପଡି ଏକ...

ଅଧିକାରୀଙ୍କ ଦାୟିତ୍ୱହୀନତା ଲାଗି ବୀମା ପାଇବାରୁ ଚାଷୀ ବଞ୍ଚିତ : ସମ୍ପାଦକ, ମ୍ୟାନେଜର ପରସ୍ପର ଦୋଷାରୋପ

ଦଶରଥପୁର,୨୩ା୯(ଡିଏନ୍‌ଏ): କଟକ ସେଣ୍ଟ୍ରାଲ କୋପରେଟିଭ ବ୍ୟାଙ୍କ (ସିସିସିବି) ଦଶରଥପୁର ଶାଖା ଅଧୀନରେ ଦଶରଥପୁର ବ୍ଲକର ୧୩ଟି ପ୍ରାଥମିକ କୃଷି ସେବା ସମବାୟ ସମିତି ରହିଛି ା...

ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ...

ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ...

ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର...

ଦୁଇ ପିଲାଙ୍କୁ ଛାଡ଼ି ପର ପୁରୁଷ ସହ ମହିଳା ଫେରାର

କଟକ ଅଫିସ,୨୪।୧୧: କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିରେ ଅନ୍ଧହୋଇ ମା’ ତା’ର ଦୁଇ ଛୁଆଙ୍କୁ ଛାଡ଼ି ଅନ୍ୟ...

Advertisement
Archives

Model This Week