ବ୍ଲକସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

କେସିଙ୍ଗା, ୫।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଚେୟାରମ୍ୟାନ ସୁକାନ୍ତି ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଅତିଥିମାନେ ଯୋଗଦେଇ ବିଜୁବାବୁଙ୍କ କାର୍ଯ୍ୟଦକ୍ଷତା, ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ପଞ୍ଚାୟତିରାଜର ମୂଳ ଉଦ୍ଦେଶ୍ୟ, ନାରୀ ସଶକ୍ତୀକରଣ, ବିଜୁବାବୁଙ୍କ ଆଦର୍ଶ ଓ ନୀତି ଆଦି ବିଷୟରେ ଆଲୋକପାତ କରିଥିଲେ।
ଏହି ଉପଲକ୍ଷେ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସମସ୍ତେ ଶପଥ ପାଠ କରିଥିଲେ। କେସିଙ୍ଗା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ବିଡିଓ ପ୍ରଫୁଲ୍ଲ କୁମାର ଅଦୁ ସମଗ୍ର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ କଳାହାଣ୍ଡି ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ମହିଳା ଗୋଷ୍ଠୀକୁ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri