ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା ପଦ୍ଧତି ଉପରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରୀ କୃଷି ଅଧିକାରୀଣୀ ମୋନାଲିସା ଜେନା, କଳାହାଣ୍ଡି ଜିଲା ପରିଚାଳନା ବିଶେଷଜ୍ଞ ଜାହ୍ନକୀ ବଲ୍ଲଭ ମହାପାତ୍ର, ଏଗ୍ରୋନୋମିଷ୍ଟ ଚିତ୍ତରଞ୍ଜନ ଶତପଥୀ, ବିହନ ଉପତ୍ାଦକ ଅଧିକାରୀ ସୁବାସ ଚନ୍ଦ୍ର ବେହେରା, ଭାରପ୍ରାପ୍ତ ସହକାରୀ କୃଷି ଅଧିକାରୀ ଅରୁଣ ଚନ୍ଦ୍ର ପାଢୀ ପ୍ରମୁଖ ଯୋଗଦେଇ ମକା ଚାଷର ୫୦ ଜଣ ଉଗ୍ରେସିଭ ଚାଷୀଙ୍କୁ ଫଲ ଆର୍ମୀ ୱାର୍ମ ଚିହ୍ନଟ ଓ ପୋକର ଲକ୍ଷଣ, ମକା ଗଛର କ୍ଷତିର ଲକ୍ଷଣ ଓ ତାହାର ପରିଚାଳନା ସମ୍ବନ୍ଧରେ ତାଲିମ ପ୍ରଦାନ କରିବା ସହ କ୍ଷେତ୍ର ପରିଦର୍ଶନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ କୃଷି କର୍ମୀ ଧର୍ମେନ୍ଦ୍ର ଶବର, ଘନଶ୍ୟାମ ଜାନୀ, ପୀତାମ୍ବର ମାଝି, ନବୀନ ମାଝି, ସୁଶାନ୍ତ ମହାରଣା, ବିଟିଏମ ଧବଳେଶ୍ୱର ସାହୁ ଓ ସମସ୍ତ କୃଷକ ସାଥିମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଚାଷୀ ପାଣି ମଡାଇବାକୁ ଯାଇଥିଲେ, ଆଉ ଫେରିଲେନି

ସୋନପୁର/ତରଭା,୧୯।୭: ବିଦ୍ୟୁତ୍‌ ଆଘାତରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପଣ୍ଡକିମାଲ ଗ୍ରାମର ୨ଜଣ ଚାଷୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେମାନେ ହେଲେ ରାଧେଶ୍ୟାମ ସାହୁ(୪୫) ଓ...

ଭରତପୁର ଜଙ୍ଗଲରେ ହାତୀଛୁଆ ଜନ୍ମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରେ ଚନ୍ଦକା ବନଖଣ୍ଡ ଅନ୍ତର୍ଗତ ଭରତପୁର ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆ ଜନ୍ମ ନେଇଛି। ମା’ ହାତୀ ସହ ୧୪ ଟିକିଆ ହାତୀ ପଲ...

ଜଳଜୀବନ ମିଶନ୍‌ରେ ଓଡ଼ିଶାକୁ ୮୩୧ କୋଟି

ଭୁବନେଶ୍ୱର, ୧।୧(ବ୍ୟୁରୋ): ଓଡ଼ିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ବିତ କରିବା ପାଇଁ କେନ୍ଦ୍ର ସରକାର ୮୩୦ କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା...

କରୋନା ଚିକିତ୍ସା: ୪ ଜିଲାରେ ଡିଏମ୍‌ଏଫ୍‌ ପାଣ୍ଠିରୁ ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କରୋନା ସମ୍ପର୍କିତ ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ହୋଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ...

ଜାହାଜରୁ ଖସିପଡ଼ିଲେ ଋଷୀୟ ନାବିକ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ପାରାଦୀପ,୧ା୫(ସ୍ବ.ପ୍ର.): ପାରାଦୀପ ବନ୍ଦର ଏସ୍‌କ୍ୟୁ ବର୍ଥରେ ସୋମବାର ପୂର୍ବାହ୍ନରେ ଲାଗିଥିବା ଏକ ପଣ୍ୟବାହୀ ଜାହାଜରେ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଋଷୀୟ ନାବିକ ଗୁରୁତର ହୋଇଛନ୍ତି।...

ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ...

‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ...

ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ...

Advertisement
Archives

Model This Week