ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି, ଖୋଖୋ ଓ ଫୁଟବଲ ଖେଳରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମନୋନୀତ ଖେଳାଳି ଆସନ୍ତା ଜିଲାସ୍ତରୀୟ ଶାରଦୀୟ କ୍ରୀଡା ଉତ୍ସବରେ ଅଂଶ ଗ୍ରହଣ କରିବେ । ଆୟୋଜକ ସମ୍ପାଦକ ତଥା ପ୍ରଧାନଶିକ୍ଷକ ଅଶୋକ କୁମାର ବିଶ୍ୱାଳ, ପିଇଟି ବେଣୁଧର ରଣା, ଶିକ୍ଷକ କୁଳେନ୍ଦ୍ର ବୈଠାରୁ, ଶିକ୍ଷୟିତ୍ରୀ ପ୍ରିୟଦର୍ଶିନୀ ପାତ୍ର ପ୍ରମୁଖ ନେତୃତ୍ୱ ନେଇଥିବା ବେଳେ ବ୍ଲକର ୩୦ଜଣ ପିଇଟି ଯୋଗଦେଇଥିଲେ । ସାଗରପାଲି ସିଆରସିସି ବାବାଜୀଚରଣ ରାଉତ, ଅଲାତରା ଉପ୍ରା ବିଦ୍ୟାଳୟ ପ୍ରଧାନଶିକ୍ଷକ ବେଣୁଧର କୁମାରଙ୍କ ସମେତ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଯୋଗଦେଇଥିଲେ । ଏହି ବ୍ଲକର ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଆଦର୍ଶ ବିଦ୍ୟାଳୟ, ମଦନପୁରର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ କରିଥିଲେ । ମ.ରାମପୁର ବିଇଓ ଗଣେଶ କିଷାନ ଓ ଏବିଓ ଗୋବର୍ଦ୍ଧନ ମାଝି କାର୍ଯ୍ୟକ୍ରମ ତଦାରଖ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri