Posted inUncategorized

ବ୍ଲକ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୨୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦକୁ କୋର୍ଟ ରଦ୍ଦ କରିବା ପରେ ବୁଧବାର ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ବ୍ଲକ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ା ସେ କନ୍ଧମାଳ ଜିଲାପାଳ ବୃନ୍ଦା ଡିଙ୍କ ନିର୍ଦ୍ଦେଶକ୍ରମେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ରମାକାନ୍ତ ତାଙ୍କ ସମର୍ଥକଙ୍କ ଗହଣରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ବିଡିଓ ଡ.ଜଗଦୀଶ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ସ୍ବାଗତ ଜଣାଇଥିଲେ। ସମଗ୍ର ଦାରିଙ୍ଗବାଡ଼ିର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ଏବେ କରୋନା ମୁକାବିଲାକୁ ସେ ଗୁରୁତ୍ୱ ଦେବେ। ପ୍ରବାସୀ ଓଡ଼ିଆଙ୍କୁ ସମସ୍ତ କ୍ୱାରାଣ୍ଟାଇନ୍‌ରେ ଥଇଥାନକୁ ପ୍ରାଥମିକତା ଦେଇ କାର୍ଯ୍ୟ କରାଯିବ ବୋଲି କହିଥିଲେ। ଏହି ସମୟରେ ତାଜୁଙ୍ଗିଆ ସମସତିସଭ୍ୟା ରୁଦା ମଲ୍ଲିକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଯୁନସ ପ୍ରଧାନ, ତିଆଡ଼ି ନାୟକ, କାଳୀପ୍ରସାଦ ମଲ୍ଲିକ, ଚକ୍ରଧର ମଲ୍ଲିକଙ୍କ ସମେତ ଶତାଧିକ ସମର୍ଥକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ପ୍ଲାଷ୍ଟିକ ବୋତଲରେ ତିଆରି ହେବ ଅଙ୍ଗନଓ୍ବାଡି କେନ୍ଦ୍ର

ଗୁଆହାଟି,୯।୨: ଆସାମର ହୈଲାକାଣ୍ଡି ଜିଲାରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାକୃତିକ ଭାବେ ନଷ୍ଟ ନ ହେଉଥିବା ପଦାର୍ଥ ଓ ମାଟି ଭର୍ତ୍ତି ପ୍ଲାଷ୍ଟିକ ବୋତଲରେ ନିର୍ମାଣ...

ଲାହୋର ବିଶ୍ୱର ତୃତୀୟ ପ୍ରଦୂଷିତ ସହର: ଇମ୍ରାନ୍‌

ଇସ୍‌ଲାମାବାଦ,୨୫।୧୧: ଦିନେ ଭାରତକୁ ପରମାଣୁ ବୋମା ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଏବେ ତା’ର ଅସ୍ଥିତ୍ୱକୁ ଚିହ୍ନିବା ଆରମ୍ଭ କରିଛି। ନିକଟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଦକ୍ଷିଣ କାଲିଫର୍ନିଆରେ ୭.୧ ତୀବ୍ରତାର ଭୂକମ୍ପ

କାଲିଫର୍ନିଆ,୬।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଶୁକ୍ରବାର ରାତିରେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୭.୧। ଗୁରୁବାର ଏଠାରେ ୬.୪...

ଗାଁ ପ୍ରବେଶ ପଥ ସିଲ୍‌ କଲେ ଗ୍ରାମବାସୀ

ଲାଠୋର, ୧୦ା୪(ଡି.ଏନ.ଏ.) – ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ଲୋକ ଭୟଭୀତ ହୋଇ ପଡିଛନ୍ତି। କାଳେ ସେମାନଙ୍କ ଗାଁ କରୋନା ପ୍ରଭାବିତ...

ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା...

ଦୂରହୋଇପାରୁନି ଭୟ

ପୁରୀ ଅଫିସ,୯ା୧୧: ବାତ୍ୟା ବୁଲ୍‌ବୁଲ ଯଦିଓ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ପଡିବ। ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବର୍ଷା ଓ ପବନ ହେବ।...

ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ଇସ୍ତଫା:ଏଡିବି ଉପାଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୧୯ା୮: ନିର୍ବାଚନ କମିଶନର ଅଶୋକ ଲାଭାସା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆସନ୍ତା ମାସରେ ଏସିଆନ୍‌ ଡେଭେଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି)ର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ...


Coronavirus Update

Archives

Model This Week

Why Dharitri