ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟ ପଦ ରଦ୍ଦ ଘଟଣା : ଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟଙ୍କ ରହିତାଦେଶ ପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୧୬।୧୦(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ୨ରୁ ଅଧିକ ସନ୍ତାନ ଥିବାରୁ ସଭ୍ୟପଦ ରଦ୍ଦ ହୋଇଥିଲା। ଏନେଇ ସେ ଉଚ୍ଚ ନ୍ୟାୟାଳୟରେ ଅପିଲ୍‌ କରିଥିଲେ। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଅଧ୍ୟକ୍ଷାଙ୍କୁ ରହିତାଦେଶ ମିଳିଥିଲା। ବୁଧବାର ରହିତାଦେଶର ନିର୍ଦ୍ଦେଶାନାମାକୁ ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀ ତଥା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡିଙ୍କୁ ଭେଟି ପ୍ରଦାନ କରିଛନ୍ତି। ଏନେଇ ଜିଲାପାଳ କହିଛନ୍ତି, ମାମଲା କୋର୍ଟରେ ବିଚାରାଧୀନ ରହିଛି, ତେଣୁ କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରାଯିବ। ତାଙ୍କ ନିକଟକୁ କୋର୍ଟରୁ ଏହି ନିର୍ଦ୍ଦେଶନାମା ଯାଇ ପହଞ୍ଚିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri