ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର ପ୍ରଧାନ ବ୍ଲକ ରୋଡ୍‌ରେ ଜଣେ ବ୍ୟକ୍ତିଙ୍କ ଘରେ ପାଣି ପାଇପ ମରାମତି କରିବା ପାଇଁ ଯାଇ ନିଜ ବାଇକ୍‌ (କେଏ-୨୦କ୍ୟୁ-୪୧୭୧)କୁ ଏକ ଦୋକାନ ସମ୍ମୁଖରେ ରଖିଥିଲେ। ମରାମତି କାର୍ଯ୍ୟସାରି ଆସି ଦେଖିଲା ବେଳକୁ ବାଇକ୍‌ଟି ସେଠାରେ ନ ଥିଲା। ସେ ବହୁ ଖୋଜାଖୋଜି କରିବା ପରେ ବାଇକ୍‌ଟି ନ ପାଇ ରବିବାର ଥାନାରେ ଲିଖିତ ଅଭିଯୋଗ କରିଥିବା କହିଛନ୍ତି। ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri