Posted inଖେଳ

ବ୍ଲିଜ୍‌ ପ୍ରତିଯୋଗିତା: ହମ୍ପିଙ୍କୁ ଦ୍ୱାଦଶ ସ୍ଥାନ

ମସ୍କୋ, ୩୧ା୧୨ (ପି.ଟି.)-ଗତ ତିନୋଟି ରାଉଣ୍ଡରେ ହ୍ୟାଟ୍ରିକ୍‌ ପରାଜୟ ଦ୍ୱାରା ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଏଠାରେ ଚାଲିଥିବା ମହିଳା ଓ୍ବାଲର୍‌ଡ ରାପିଡ୍‌ ଏବଂ ବ୍ଲିଜ୍‌ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ଟାଇଟଲ ଜିତିବାରେ ସଫଳ ହୋଇପାରି ନାହାନ୍ତି। ଦୁଇ ଦିନିଆ ବ୍ଲିଜ୍‌ ପ୍ରତିଯୋଗିତାରେ ତାଙ୍କୁ ୧୨ତମ ସ୍ଥାନରେ ସନ୍ତୁ ହେବାକୁ ପଡ଼ିଛି। ରୁଷିଆର କାଟରିନା ଲାଗ୍ନୋ ଏବଂ ନରଓ୍ବେର ମାଗ୍ନସ କାର୍ଲସେନ ଯଥାକ୍ରମେ ମହିଳା ଓ ପୁରୁଷ ବ୍ଲିଜ୍‌ ପ୍ରତିଯୋଗିତା ଟାଇଟଲ ଜିତିଛନ୍ତି। ଶନିବାର ଚାଇନାର ଲି ଟିଙ୍ଗଜୀଙ୍କ ବିପକ୍ଷ ଆର୍ମାଭେଡନ ଗେମ୍‌ ଡ୍ର’ ରଖି ହମ୍ପି ବିଶ୍ୱ ମହିଳା ରାପିଡ ଚେସ୍‌ ଚାମ୍ପିୟନ ହୋଇଥିଲେ। ବ୍ଲିଜ ପ୍ରତିଯୋଗିତାରର ପ୍ରଥମ ଦିବସରେ ତାଙ୍କର ପ୍ରଦର୍ଶନ ଉତ୍ସାହଜନକ ଥିଲା। ୯ ରାଉଣ୍ଡ ଖେଳ ପରେ ସେ ୭ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଥିଲେ। କିନ୍ତୁ ୩୨ ବର୍ଷୀୟ ଭାରତୀୟ ଖେଳାଳି ତାଙ୍କ ଭଲ ପ୍ରଦର୍ଶନ ବଜାୟ ରଖିବାରେ ବିଫଳ ହୋଇଥିଲେ। ୧୭ଟି ଗେମ୍‌ରୁ ସେ ୧୦.୫ ପଏଣ୍ଟ ଅର୍ଜନ କରି ଟୁର୍ନାମେଣ୍ଟରେ ତାଙ୍କ ଅଭିଯାନ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri