ବ୍ଲୁ ଫ୍ଲାଗ ବିଚ୍‌: ପରୀକ୍ଷା ପାଇଁ ଗଲା ସମୁଦ୍ର ପାଣି

ପୁରୀ ଅଫିସ,୧୬ା୧: ପୁରୀରେ ବ୍ଲୁ ଫ୍ଲାଗ ବିଚ୍‌ କାମ ଦ୍ରୁତଗତିରେ ଚାଲିଛି। ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଏହା ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟିଲାଣି। ପ୍ରତ୍ୟହ ଏହା ପରିସରରେ ପର୍ଯ୍ୟଟକମାନେ ବୁଲୁଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାକୁ ଉଦ୍‌ଘାଟନ କରିବା ଲାଗି ପ୍ରଶାସନ ଉଦ୍ୟମ ଜାରି ରଖିଥିବାବେଳେ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ ଜାରି ରହିଛି। ତେବେ ବ୍ଲୁ ଫ୍ଲାଗ ଚିହ୍ନଟ ଅଞ୍ଚଳ ମଧ୍ୟରେ ସମୁଦ୍ର ପାଣି କିପରି ରହୁଛି ନିୟମିତ ବ୍ୟବଧାନରେ ତାହାର ପରୀକ୍ଷା କରାଯାଉଛି। ବୁଧବାର ମଧ୍ୟ ବିଶେଷଜ୍ଞମାନେ ଏହାର ପାଣି ପରୀକ୍ଷା ପାଇଁ ନେଇଛନ୍ତି। ଚେନ୍ନାଇରେ ଏହି ପାଣିର ପରୀକ୍ଷା କରାଯିବ। ବ୍ଲୁ ଫ୍ଲାଗ ବିଚ୍‌ ଲାଗି ପାଣିର ମାନ ଯେଉଁ ପରି ରହିବା କଥା ଏହା ଅଛି କି ନାହିଁ ତାହା ପରଖାଯିବ। ତେବେ ଖୁବ୍‌ଶୀଘ୍ର ବ୍ଲୁ ଫ୍ଲାଗ ବିଚ୍‌ କାମ ଶେଷ କରାଯାଇ ଏହାକୁ ଲୋକାର୍ପଣ କରାଯିବା ଲାଗି ଜୋର୍‌ଦାର କାମ ଚାଲିଛି ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri