ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି’ ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଅବସରରେ ବିଇଓ, ଏବିଇଓ, ଶିକ୍ଷକ ସଂଘର ସମ୍ପାଦକ ପ୍ରମୁଖ ସାମିଲ ହୋଇଥିଲେ। ଏହି କ୍ରୀଡା ପ୍ରତିଯୋଗିତାରେ ବହୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଲା ରୋହିତଙ୍କ ଉଇକେଟ

ଟ୍ରେଣ୍ଟ ବ୍ରିଜ,୫।୮:ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ବୋଲରଙ୍କୁ ମିଳିଛି ପ୍ରଥମ ସଫଳତା। ଭାରତୀୟ ଓପନର ରୋହିତ ଶର୍ମା ୩୬...

ଏକଲବ୍ୟ ବିଦ୍ୟାଳୟ ଜମି ଚିହ୍ନଟକୁ ଚାଷୀଙ୍କ ବିରୋଧ

ରାୟଗଡ଼ା ଅଫିସ,୨୧ା୧୦: ବହୁ ବିରୋଧ ପରେ ବି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତର ପ୍ରଧାନୀଗୁଡ଼ା ନିକଟରେ ପ୍ରଶାସନ ପକ୍ଷରୁ ଏକଲବ୍ୟ ଆଧୁନିକ ବିଦ୍ୟାଳୟ...

ଉଚ୍ଛେଦ ପ୍ରତିବାଦରେ ଉଠାଦୋକାନୀଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୧୭।୮: ବାଲେଶ୍ୱର ସହର ଓଟି ରୋଡ଼ ସମ୍ପ୍ରସାରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ଏହାକୁ ବିରୋଧ କରି ଉଠାଦୋକାନୀ ସଂଘ ବିିକ୍ଷୋଭ କରିଛନ୍ତି।...

ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର...

ପାକିସ୍ତାନର ସେମି ଆଶା ଉଜ୍ଜୀବିତ

ସିଡ୍‌ନି,୩।୧୧: ସିଡ୍‌ନିଠାରେ ଗୁରୁବାର ଟି-୨୦ ବିଶ୍ବକପର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୩ ରନ୍‌ରେ ପରାସ୍ତ କରିଛି ପାକିସ୍ତାନ। ପାକିସ୍ତାନ ଟସ୍‌ ଜିତି ପ୍ରଥମେ...

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ଫେଲ୍‌, ୫୫ ରନ୍‌ରେ ନାମ୍ବିଆ ବିଜୟୀ…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଥିବା ପ୍ରଥମ ମ୍ୟାଚରେ ନାମ୍ବିଆ ୫୫ ରନ୍‌ରେ ବିଜୟୀ ହୋଇଛି।...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର...

ସମସିଆ ଘେରରେ ଯୋଗୀସର୍ଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଲୋଇସିଂହା,୨୧।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗାଁର ଅଙ୍ଗନଓ୍ବାଡି କେନ୍ଦ୍ର-୨ ଏହେଦେ ଅସାମାଜିକ ଲୁକ୍‌କର ପାଏନ୍‌ଘାଟ ପାଲଟିଛେ। ଇ ଦିଗେ ବିଭାଗୀୟ ଅଧ୍‌କାରୀ...

Advertisement
Archives

Model This Week