ବ୍ୟକ୍ତିତ୍ୱ ବଢ଼ାଏ ଖାଇବା ଶୈଳୀ

ଖାଇବା ଶୈଳୀ ଯୋଗୁ ବ୍ୟକ୍ତିତ୍ୱ ବଢ଼ିଥାଏ-ଏପରି ରୋଚକ କଥାକୁ ଅନେକ ହୁଏତ ବିଶ୍ୱାସ କରି ନ ପାରନ୍ତି। ହେଲେ ଏହା ଉପରେ ଦୃଢ଼ୋକ୍ତି ବକ୍ତ କରିଛନ୍ତି ଓ୍ବାଶିଂଟନ୍‌ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ। ‘ବ୍ୟକ୍ତିତ୍ୱ ଓ ଖାଇବା ଶୈଳୀ’ ବିଷୟ ଉପରେ ସେମାନେ ନିକଟରେ ଏକ ସର୍ଭେ କରି ଏଭଳି କଥା ଜାଣିପାରିଛନ୍ତି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର ଖାଇବା ଶୈଳୀ ଉପରେ ନଜର ରଖାଯିବା ସହ ଏହାଦ୍ୱାରା ସେମାନଙ୍କ ବ୍ୟକ୍ତିତ୍ୱ କିପରି ପ୍ରଭାବିତ ହେଉଛି ତାହା ଲକ୍ଷ୍ୟ କରାଯାଇଥିଲା। ବିଶେଷଭାବରେ ଶୃଙ୍ଖଳିତ ଖାଇବା ଶୈଳୀକୁ ଅନୁସରଣ କରୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବ୍ୟକ୍ତିତ୍ୱ ଅନ୍ୟମାନଙ୍କ ତୁଳନାରେ ପ୍ରଶଂସିତ ହେଉଥିବାର ସେମାନେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୂତାଣୁ ଓ ନାନୋକଣିକା

”କରୋନା ଭୂତାଣୁର ଆକାରକୁ ନାନୋମିଟର ସ୍କେଲରେ ମାପ କରାଯାଏ। ଆଜିକାଲି ନାନୋମିଟର ଓ ନାନୋଟେକ୍ନୋଲୋଜି ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ଆଗାମୀ ଦିନରେ ବୈଜ୍ଞାନିକ ଉଦ୍ଭାବନକୁ...

ଲେହେଙ୍ଗା ଫ୍ୟାଶନ

ବର୍ତ୍ତମାନ ଯେକୌଣସି ପାର୍ଟି, ଫଙ୍କଶନ୍‌ ହେଉ ଅବା ପର୍ବପର୍ବାଣିରେ ଲେହେଙ୍ଗା ପାଲଟିଛି ଲାଟେଷ୍ଟ ଫ୍ୟାଶନ୍‌। ଯଦି ଆପଣ ବି ଏହାକୁ ବ୍ୟବହାର କରିବାକୁ ଚାହାନ୍ତି ତେବେ...

ସ୍ବାସ୍ଥ୍ୟୋପକାରୀ ଲେମ୍ବୁପାଣି

ଲେମ୍ବୁପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ, ତାହା କହିବା ବାହୁଲ୍ୟ। ସେ ସମ୍ପର୍କିତ କେତୋଟି ଟିପ୍ସ.. ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ...

ଉପକାରୀ ଗାଜର

ଗାଜରରେ କାରୋଟିନ୍‌ ନାମକ ଏକ ଉପାଦାନ ଥିବାରୁ  ଏହା ଆମ ଆଖି ପାଇଁ ବେଶ୍‌ ଉପଯୋଗୀ। ଏହା ସୂର୍ଯ୍ୟକିରଣଠାରୁ ଆଖିକୁ ରକ୍ଷା କରିବା ସହ ଆଖିରେ...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ପିଆଜପାଣି

ବର୍ଷାଦିନେ ଭୂତାଣୁ ଓ ବ୍ୟାକ୍ଟେରିଆ ଜନିତ ସଂକ୍ରମଣ ବୃଦ୍ଧି ପାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଥଣ୍ଡା, କାଶ ଓ ଜ୍ୱର ଯୋଗୁ...

ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

ବ୍ୟସ୍ତବହୁଳ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ନାନା ରୋଗ ଗ୍ରାସ କରୁଛି। ସେଥିମଧ୍ୟରୁ ହାର୍ଟରୋଗ ଅନ୍ୟତମ। ଯଦି ମେଦବହୁଳତା ଏବଂ ଡାଇବେଟିସ ଅଛି, ତେବେ...

ନବଜାତ ଶିଶୁଙ୍କୁ ଶୁଆଉଛନ୍ତି କି ମା’ବାପାଙ୍କ ମଝିରେ,ଜାଣନ୍ତୁ କ’ଣ ହୋଇଥାଏ ସମସ୍ୟା

ନବଜାତ ଶିଶୁଙ୍କୁ କେହି କେବେ ଏକୁଟିଆ ଛାଡି ନଥା’ନ୍ତି। ମା’ ମାନଙ୍କ ନଜର ସେମାନଙ୍କ ଉପରେ ସବୁ ସମୟରେ ରହିଥାଏ। ତେବେ ରାତିରେ ମଧ୍ୟ ମା’...

ବ୍ୟସ୍ତ ବହୁଳ ଜୀବନରେ ମନ ଖୋଲା ହସ…

ସ୍ବାସ୍ଥ୍ୟ ହିଁ ସମ୍ପଦ। ଏହାକୁ ସୁରକ୍ଷିତ ରଖିଲେ ଜୀବନ ଯାତ୍ରା ସହଜ ହୋଇଥାଏ। ଅତି ପ୍ରାଚୀନ କାଳରୁ ଶରୀର ରକ୍ଷା ପାଇଁ ବିଭିନ୍ନ ପ୍ରୟାସ ଜାରି...

Advertisement
Archives

Model This Week