ବ୍ୟବସାୟୀଙ୍କଠାରୁ ରୁପା ଅଳଙ୍କାର ଲୁଟ୍‌

ଗୋପାଳପୁର,୩ା୧୦-ଗୋପାଳପୁର ଥାନା କଦରପୁଲି ଗ୍ରାମରେ ମଙ୍ଗଳବାର ଜଣେ ରୂପା ବ୍ୟବସାୟୀଙ୍କଠାରୁ ୫ କେଜିରୁ ଊର୍ଦ୍ଧ୍ୱ ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ନଂ. ୧୧୪/୧୯ରେ ମାମଲା ରୁଜୁ କରିଛି। ଥାନାଧିକାରୀ ବିବେକାନନ୍ଦ ମହନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରି ସିସି ଟିଭି ଫୁଟେଜକୁ ଯାଞ୍ଜ କରୁଛନ୍ତି। ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ମହନ୍ତ ସୂଚନା ଦେଇଛନ୍ତି। ବ୍ରହ୍ମପୁର ମହାନଗର ନରସିଂହ ମନ୍ଦିର ସାହିର ଶିବ ନାୟକ ଲୁନାରେ ରୁପା ଅଳଙ୍କାର ଧରି ବିଭିନ୍ନ ଗ୍ରାମରେ ବିକ୍ରି କରିଥାନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଉକ୍ତ ଥାନା କଦରପୁଲି ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ସମ୍ମୁଖରେ ଗାଡି ରଖି ବାକି ଟଙ୍କା ପାଇଁ ସେ ଯାଇଥିଲେ। ଏହି ସମୟରେ ଦୃର୍ବୃତ୍ତମାନେ ରୁପା ଅଳଙ୍କାର ଭର୍ତ୍ତି ବ୍ୟାଗ୍‌ ଧରି ଚମ୍ପଟ ମାରିଥିଲେ। ପରେ ଶିବ ବାହାରକୁ ଆସି ଦେଖିବା ବେଳେ ବ୍ୟାଗ୍‌ ଗାଡ଼ିରେ ନ ଥିଲା। ଆଖପାଖରେ ବହୁତ ଖୋଜାଖୋଜି କରି ପାଇନଥିଲେ। ତେଣୁ ବୁଧବାର ଶିବ ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri