ବ୍ୟବସାୟୀଙ୍କଠାରୁ ଲୁଟେରା ଝାମ୍ପିନେଲେ ଦେଢ଼ ଲକ୍ଷ ଟଙ୍କା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ସ୍ଥିତ ଆଲ୍ହାବାଦ ବ୍ୟାଙ୍କ ଶାଖା ସମ୍ମୁଖରୁ ଶୁକ୍ରବାର ପୂର୍ବାହ୍ନରେ କଳା ପଲସରରେ ଆସି ଜଣେ ବ୍ୟବସାୟୀଙ୍କଠାରୁ ଦୁଇ ଲୁଟେରା ଦେଢ଼ ଲକ୍ଷ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଛନ୍ତି। ମଞ୍ଜୁରୀରୋଡ୍‌ର ବ୍ୟବସାୟୀ ଶଙ୍କର୍ଷଣ ପଣ୍ଡାଙ୍କଠାରୁ ଏହି ଲୁଟ୍‌ ହୋଇଥିବା ଜଣାପଡ଼ିଛି। ତେବେ କେନ୍ଦୁଝର ଜିଲା ଡଅଁରଠାରେ ଲୁଟେରା ଦ୍ୱୟ ଗାଡ଼ି ଛାଡ଼ି କେଉଁଆଡ଼େ ଚାଲି ଯାଇଛନ୍ତି। ଖବର ପାଇ ଘଟଣାସ୍ଥଳକୁ ଭଣ୍ଡାରିପୋଖରୀ ପୋଲିସ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍‌ଲି ମିଡିଆ ଆୱାର୍ଡ

ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍‌ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦ୍ୱାଦଶତମ ଦିବସ: ଗୋଲଡେନ୍‌ ଏଫ୍‌ସି ୬-୦ ଗୋଲରେ ବିଜୟୀ

ଭବାନୀପାଟଣା,୨୭।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଗୁରୁବାର ଦ୍ୱାଦଶତମ ମ୍ୟାଚ୍‌ ଇଣ୍ଡିଆନ୍‌ କ୍ଲବ ବନାମ...

ପୂର୍ବତନ ଯୁବ ବିଜେଡି ସଭାପତିଙ୍କ ଆତ୍ମହତ୍ୟା

ଘଟଗାଁ,୧୬।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପୂର୍ବତନ ଯୁବ ବିଜେଡି ସଭାପତି ଦିଲୀପ ମିଶ୍ର ରଶି ଲଗାଇ ନିଜ ବାସଭାବନରେ ଆତ୍ମହତ୍ୟା କରିଛନ୍ତି। ସେ ନିଜ...

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼...

୭ ଦଲାଲ୍‌ଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।...

‘ଅନୁଗୋଳ ବନସାଥୀ’ ଆପ୍‌ ଉଦ୍‌ଘାଟିତ

ଅନୁଗୋଳ ଅଫିସ, ୨୮ା୬: ଚଲାପଥ ଛାଡ଼ି ହାତୀ ଜନବସତି ଆଡ଼େ ଯାଉଥିଲେ ଏବେ ଆଗୁଆ ସତର୍କ କରିହେବ ଲୋକଙ୍କୁ। ଏହାଦ୍ୱାରା ହାତୀ ସହ ମଣିଷର ମୁହାଁ ମୁହିଁ...

ଜିଲାରୁ ୧୧,୭୩,୫୨୯ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ, ୮ା୧: ଚଳିତ ଖରିଫ ଋତୁ ପାଇଁ ଜିଲାର ପ୍ରଥମ ଧାନମଣ୍ଡି ରଘୁନାଥପୁର ବ୍ଲକର ତରିକୁନ୍ଦଠାରେ ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ପାରୁଲ ପଟୱାରୀ ଏହାକୁ...

ରାଜନଗରରେ ବିଶ୍ୱ ତମାଖୁ ବର୍ଜନ ଦିବସ: ଲୋକଙ୍କୁ ସଚେତନ କରାଇଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର

ରାଜନଗର, ୩୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସମ୍ମିଳନୀ କକ୍ଷରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ...

Advertisement
Archives

Model This Week