ବ୍ୟବସାୟୀଙ୍କଠାରୁ ୪୫ ହଜାର ଲୁଟ୍‌

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ନିଶ୍ଚନ୍ତପୁର ଗ୍ରାମର ଭାଗ୍ୟଧର ନାୟକ ନାମକ ଜଣେ ବ୍ୟବସାୟୀଙ୍କଠାରୁ ଗୁରୁବାର ଅପରାହ୍ନରେ ୪୫ ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଭାଗ୍ୟଧର ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କରୁ ଟଙ୍କା ଉଠାଇ ସାଇକେଲରେ ଘରକୁ ଫେରୁଥିଲେ। ତିହିଡ଼ି କଲେଜ ଛକ ନିକଟରେ ୨ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କୁ ଧକ୍କା ମାରି ତଳେ ପକାଇ ଦେଇଥିଲେ। ଏହାପରେ ତାଙ୍କ ସାଇକେଲରେ ଝୁଲୁଥିବା ଟଙ୍କା ବ୍ୟାଗ୍‌ ନେଇ ସେମାନେ ଦ୍ରୁତଗତିରେ ଭଦ୍ରକ ଆଡ଼କୁ ପଳାଇଯାଇଥିଲେ। ଭାଗ୍ୟଧର ସନ୍ଧ୍ୟାରେ ଏ ନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି...

ବାଲେଶ୍ୱରରେ ୨୫ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୪୮ ବର୍ଷୀୟ ବ୍ୟକ୍ତି

ଭୁବନେଶ୍ୱର(ବ୍ୟୁରୋ),୬।୫: ବାଲେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତି ୪୮ ବର୍ଷୀୟ ବ୍ୟକ୍ତି। ସେ ପଶ୍ଚିମବଙ୍ଗର କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ଅପରାହ୍ନରେ ସେ...

ଚେରିମୂଲି ଭରସାରେ କିଡ୍‌ନୀ ରୋଗୀ

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଡୁମେରବାହାଲ ଗାଁର ବସ୍ତିପଡ଼ାରେ କଲବଲ କରୁଛି କିଡ୍‌ନୀ ରୋଗ। ଏହି ଗାଁରେ ଚଳିତବର୍ଷ କିଡ୍‌ନୀ ରୋଗର...

କୁଇଣ୍ଟାଲ ପ୍ରତି ୬୦ଟଙ୍କା କ୍ଷତି ସହୁଛି ଚାଷୀ

ଭବାନୀପାଟଣା,୭।୧(ସ୍ବ.ପ୍ର.): ବର୍ତ୍ତମାନ ଚାଷୀଙ୍କୁ ଘାରିଛି ମଣ୍ଡି ସମସ୍ୟା। କେତେବେଳେ କଟନି ଛଟନି ତ କେତେବେଳେ ଟୋକନ ସମସ୍ୟା। ମଣ୍ଡିରେ ଚାଷୀଙ୍କୁ ଶୋଷଣ କରିବା ପାଇଁ ପ୍ରଶାସନ...

ମହିଳାଙ୍କୁ ବଳାତ୍କାର, ହତ୍ୟା

ମଙ୍ଗୁଳି/ଜଗତପୁର, ୯ା୨(ଡି.ଏନ୍‌.ଏ.):ଜଗତପୁର ଥାନା ଅଧୀନ ଟ୍ରକ୍‌ ଟର୍ମିନାଲ ନିକଟ ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପୋଲିସ...

ଡ୍ରେନ ନିର୍ମାଣ ଅଧାପନ୍ତରିଆ

ବିଶୋଇ, ୩୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଛକର ୪୯ ନଂ. ଜାତୀୟ ରାଜପଥ କଡ଼ରେ ଥିବା ଡ୍ରେନ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଫଳରେ ଏହି...

କ୍ବାରାଣ୍ଟାଇନ ସେଣ୍ଟରରେ ଅନଶନରେ ବସିଲେ ପ୍ରବାସୀ

କୋଳିମାଟି,୨୭ା୬:(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ଗ୍ରାମ ପଞ୍ଚାୟତରେ ରହିଥିବା କ୍ବାରାଣ୍ଟାଇନ ସେଣ୍ଟରରେ ଶନିବାର ସକାଳୁ ୪୦ ଜଣ ପ୍ରବାସୀ ଅନଶନରେ ବସିଛନ୍ତି। ସକାଳ...

Advertisement
Archives

Model This Week