ବ୍ୟବସାୟୀଙ୍କୁ ଗୁଳିମାଡ଼, ୧୫ହଜାର ଲୁଟ୍‌

କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼ କରି ୧୫ ହଜାର ଟଙ୍କା ଲୁଟ ହୋଇଛି। ତାଙ୍କୁ  ଆହତ ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ହାତରେ ଗୁଳି ବାଜିଥିବା ଜଣାପଡିଛି। ପୋଲିସ ଘଟଣାର ତନାଘନା ଆରମ୍ଭ କରି ଦୁର୍ବୁତ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଥିବା ପୋଲିସ ଥାନା ଅଧିକାରୀ ସୋମନାଥ ଜେନା କହିଛନ୍ତି। ତେବେ ୪ଜଣ ଦୁର୍ବୃତ୍ତ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri