ବ୍ୟବସାୟୀଙ୍କୁ ତାଲାପକାଇ ସିରିଜ୍‌ ଚୋରି: ସିସିଟିଭିରେ ଚୋରଙ୍କ କାରନାମା କଏଦ୍‌

ଖୋର୍ଦ୍ଧା ଅଫିସ, ୩୦।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଓ ଗୋଡିପୋଖରୀ ଛକରୁ ମଙ୍ଗଳବାର ରାତିରେ ସିରିଜ୍‌ ଚୋରି ହୋଇଛି। ଷ୍ଟିଲ ଓ ଫର୍ନିଚର ବ୍ୟବସାୟୀଙ୍କୁ ଗୋଟିଏ ରୁମ୍‌ରେ ତାଲା ପକାଇ ଚୋରମାନେ ଚୋରି କରିଛନ୍ତି। ସେହିପରି ଗୋଡିପୋଖରୀ ଛକରୁ ଦୀପ୍ତି ରଞ୍ଜନ ଦାସଙ୍କ ଦୋକାନରୁ ୫ ହଜାର ଟଙ୍କା ଚୋରି ହୋଇଛି। ମା’ ମଙ୍ଗଳା ଲେଡିଜ୍‌ କର୍ନର ଓ ବେକେରି ଶପ୍‌ର ତାଲା ଭଙ୍ଗା ଯାଇଥିବା ବେଳେ ଚୋରମାନେ କିଛି ନେଇପାରି ନାହାନ୍ତି। ସେହିପରି ମୁକୁନ୍ଦପ୍ରସାଦ ଛକର ୮ଟି ଦୋକାନରୁ ଚୋରି ହୋଇଛି । ତେବେ ୩ଜଣ ଚୋର ଏହିସବୁ କାଣ୍ଡ ଘଟାଇଥିବା ସିସିଟିଭି ଫୁଟେଜରେ କଏଦ ହୋଇଥିବା ଦେଖିବାକୁ ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ଜବତକରି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri