ବ୍ୟବସାୟୀଙ୍କୁ ପାଲହାଟରୁ ହଟାଗଲା: ବଅଁରପାଳରେ ୧୪୪ ଧାରା ଜାରି

ବଅଁରପାଳ,୧୭।୩(ଡି.ଏନ୍‌.ଏ): ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆଭୟ ସୃଷ୍ଟି ହୋଇଛି। ଏ ନେଇ ସରକାର ତତ୍ପର ହୋଇଉଠିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଲହାଟକୁ ମଙ୍ଗଳବାର ବନ୍ଦ କରାଯାଇଛି। ସକାଳୁ ବ୍ୟବସାୟୀ ପନିପରିବା ଧରି ଆସିଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଇ ତାଙ୍କୁ ସେଠାରୁ ହଟାଯାଇଛି। ପରେ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଛି। ବ୍ୟବସାୟୀମାନେ ନିଜର ସାମଗ୍ରୀ ଧରି ଗାଁକୁ ଫେରିଛନ୍ତି। କେହି କେହି ରାସ୍ତାରେ ବସି ଏହାକୁ ବିକ୍ରି କରିଥିବା ନଜର ଆସିଛି । ତେବେ ପୂର୍ବରୁ ହାଟକୁ ବନ୍ଦ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼...

ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ...

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ...

ଭଦ୍ରକରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୪୭ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୭ା୭: ସୋମବାର ଭଦ୍ରକ ଜିଲାରୁ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ...

ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୯।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ଆଇଟିଡିଏ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ରକ୍ତଭଣ୍ଡାର ରକ୍ତ ଶୂନ୍ୟ

ଚମ୍ପୁଆ, ୫ା୬(ଡି.ଏନ.ଏ.)-ଜରୁରିକାଳୀନ ଚିକିତ୍ସାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ରେଡକ୍ରସ ରକ୍ତ ଭଣ୍ଡାରର ସମସ୍ୟା ବଢିବାରେ ଲାଗିଛି। ଅନେକ ସମୟରେ ଏହି...

ଭୋକିଲା ରୋଗୀ, ଗରିବଙ୍କୁ ଦେଲେ ଖାଦ୍ୟ

ବଲାଙ୍ଗୀର ଅଫିସ, ୨୮ା୩ – କରୋନା ସଂକ୍ରମଣକୁ ନେଇ ଗାଁ, ସହର ଲକ୍‌ ଡାଉନ୍‌ ଥିବାବେଳେ ସବୁଠୁ ଅସହାୟ ହୋଇପଡିଛନ୍ତି ମାନସିକ ରୋଗୀ, ବୁଲା ଭିକାରୀ...

Advertisement
Archives

Model This Week