ଦାରିଙ୍ଗବାଡି,୮ା୧୧(ଡି.ଏନ୍.ଏ.)- ଦାରିଙ୍ଗବାଡି ଥାନା ଅଞ୍ଚଳରୁ ଜଣେ ସୁନା ବ୍ୟବସାୟୀଙ୍କ ବାଇକ ଡିକିରୁ ସୁନା ଏବଂ ରୁପା ଗହଣା ଥିବା ବ୍ୟାଗ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏନେଇ ବ୍ୟବସାୟୀ ସୁଦର୍ଶନ ନାୟକ ଅଭିଯୋଗ କରିଛନ୍ଥି। ସୁଦର୍ଶନ ଏକ ବ୍ୟାଗରେ ପ୍ରାୟ ୮କେଜି ଓଜନର ରୁପା ଓ ସୁନା ଗହଣା ନେଇ ଦାରିଙ୍ଗବାଡି ବଜାରକୁ ବୁଲି ବିକ୍ରି କରିବାକୁ ବାହାରିଥିଲେ। ବିକ୍ରି ବଦଳରେ କେବଳ ପୂର୍ବ ବକେୟା ଆଦାୟ କରି ଘରକୁ ଫେରିଥିଲେ। ଡିକିରୁ ଗହଣା ବ୍ୟାଗ ବାହାର କରିବାକୁ ଡିକି ଖୋଲିବାବେଳେ ବ୍ୟାଗ ନଥିବା ଦେଖିଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ବ୍ୟାଗରେ ଥିବା ସୁନା ଓ ରୂପାର ଆନୁମାନିକ ମୂଲ୍ୟ ପ୍ରାୟ ୧୦ଲକ୍ଷରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି।
Posted inଆମ ଜିଲା ଖବର, କନ୍ଧମାଳ View All
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…
ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ
ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…
ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…
ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…
ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…
ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…
ବ୍ରିଜ୍ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍, ଭିତରେ ଥିଲେ ଡ୍ରାଇଭର-ହେଲ୍ପର
ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍ ସମୟରେ ଏକ…
Archives

