ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ

ଗୁଡଭେଲା,୨୭।୩(ଡି.ଏନ୍‌.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ବୁଧବାରଠାରୁ ଖାଉଟି ସାମଗ୍ରୀ ଦର ବଢ଼ାଇ ଚାଲିଛନ୍ତି। ଉପଭୋକ୍ତାଙ୍କ ଅଭିଯୋଗ ଅନୁଯାୟୀ, ସୋମବାର ଆଳୁ ଦର କିଲୋ ୨୦ ଟଙ୍କା ଓ ପିଆଜ ଦର କିଲୋ ୨୫ ଟଙ୍କା ଥିବା ବେଳେ ବୁଧବାର ଆଳୁ ୩୦ଟଙ୍କା ଓ ପିଆଜ ୩୫ ଟଙ୍କାକୁ ବୃଦ୍ଧି ପାଇଥିଲା। ସେହିପରି ଚିନି, ଅଟା, ମଇଦା ଆଦି ସାମଗ୍ରୀ କିଲୋ ପ୍ରତି ୫ରୁ ୧୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଫଳରେ ଖୁଚୁରା ବ୍ୟବସାୟୀ ଓ ଗ୍ରାହକଙ୍କ ମଧ୍ୟରେ ଦରକୁ ନେଇ ବଚସା ହେଉଥିବା ଦେଖିବାକୁ ମିଳୁଛି। ଏହି ଦରଦାମ୍‌ ବୃଦ୍ଧିକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri