ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି ଭିତରେ ପଶିଥିଲେ ମଧ୍ୟ ଆଇରନ ଚେଷ୍ଟ ଭାଙ୍ଗବିବାରେ ବିଫଳ ହୋଇଥିଲେ। ସକାଳୁ ବ୍ୟାଙ୍କ କବାଟ ଖୋଲାଥିବା ଗ୍ରାମବାସୀ ଦେଖି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ହିଞ୍ଜିଳି ପୋଲିସ ପହଞ୍ଚତ୍ ତଦନ୍ତ କରିବା ସହ ନଂ.୨୦୫/୨୦ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀ ପ୍ରଭାବ : କାନ୍ଥ ପଡି ଘର ଭାଙ୍ଗିଲା, ୩ ଆହତ

ପାଟଣା,୧।୬(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲ ପାଟଣା ଅଞ୍ଚଳରେ କୁଆପଥର ବର୍ଷା, ଘଡଘଡି ସାଙ୍ଗକୁ ବହୁତ ଜୋର୍‌ସେ ପବନରେ ବିଦ୍ୟୁତ ସରବରାହ ବ୍ୟାହତ ହେବା...

କୋରକୋରାର ବୋରିକ ମେଲଣ ସ୍ଥଗିତ

କଣ୍ଟାପଡା,୩।୪(ଡି.ଏନ.ଏ.):- କଟକସଦର ଥାନା ଅନ୍ତର୍ଗତ କୋରକୋରା ଗ୍ରାମରେ ଅନୁଷ୍ଠିତ ହେଉଥିବା ପାରମ୍ପରିକ ବୋରିକ ମେଲଣକୁ ମହାମାରୀ କୋରନା ଯୋଗୁ ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଚଳିତ...

ବାହାର ରାଜ୍ୟ ଟ୍ରେଲର ଚଳାଚଳକୁ ବିରୋଧ

କେନ୍ଦୁଝର, ୨୮ା୧୨ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବାହାର ରାଜ୍ୟର ଟ୍ରେଲର ଚଳାଚଳକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏନେଇ ବିଭିନ୍ନ ଅଞ୍ଚଳର ୬ଟି ଟ୍ରକ ମାଲିକ ସଂଘକୁ...

ସାରସ୍ବତ ସମ୍ମାନରେ ସମ୍ମାନିତ ହେଲେ କବି ହୁସେନ୍‌ ରବି ଗାନ୍ଧୀ

ଛତ୍ରପୁର,୧୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସଂସ୍କୃତି ଭବନ ପାଠାଗାରରେ ରବିବାର ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନ ପକ୍ଷରୁ କବି ଡ. ହୁସନେ୍‌...

ଛାତ୍ରୀ ବଳାତ୍କାର ମାମଲା ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୨ ଜଗଦୀଶ ପ୍ରସାଦ ମହାନ୍ତି ସୋମବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଅଭିଯୁକ୍ତ ନରସିଂହ...

ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ...

ରାତିକରେ ୯ ସ୍ଥାନରୁ ଚୋରି

ବଇଣ୍ଡା,୨୮ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ହଣ୍ଡପା ଓ କିଶୋରନଗର ଥାନା ଅଞ୍ଚଳରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ପୋଲିସ ଠିକ୍‌ ଭାବେ ପାଟ୍ରୋଲିଂ କରୁ ନ ଥିବାରୁ ଚୋରି,...

କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ...

Advertisement
Archives

Model This Week