Posted inଜାତୀୟ

ବ୍ୟାଙ୍କ ଦୁର୍ନୀତି ମାମଲା: ଶରଦ ପାଓ୍ବାରଙ୍କୁ ହାଜର ହେବାକୁ ମନାକଲା ଇଡି

ନୂଆଦିଲ୍ଲୀ,୨୭ା୯: ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନସିପି ମୁଖ୍ୟ ଶରଦ ପାଓ୍ବାର ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବାର ଥିଲା। କିନ୍ତୁ ଇଡି ପକ୍ଷରୁ ପାଓ୍ବାରଙ୍କୁ ମେଲ୍‌ ଯୋଗେ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଇଡି ଅଫିସ୍‌ ଯାଇ ନିଜ ପକ୍ଷ ରଖିବାକୁ ଅଡି ବସିଛନ୍ତି ପାଓ୍ବାର। ଇଡି ଅଫିସରେ ହାଜର ହେବା ପୂର୍ବରୁ ଏନସିପି କାର୍ଯ୍ୟକର୍ତ୍ତାମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ସେଠାରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୂଚନାଯୋଗ୍ୟ, ଏମଏସ୍‌ସିବ ଦୁର୍ନୀତି ମାମଲାରେ ୨୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହେବା ପରେ ଏଥିରେ ଶରଦ ପାଓ୍ବାର ଓ ତାଙ୍କ ପୁତୁରା ଅଜିତ ପାଓ୍ବାରଙ୍କ ସହ ଅନେକ ବ୍ୟକ୍ତି ତଦନ୍ତ ଘେରକୁ ଚାଲିଆସିଛନ୍ତି। ତେବେ କୌଣସି ଦୁର୍ନୀତି କରି ନ ଥିବା ପାଓ୍ବାର କହିଥିବାବେଳେ ଇଡିକୁ ସାମ୍ନା କରିବାକୁ ପ୍ରସ୍ତୁତ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri